Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରଙ୍କ ଅଭିନବ ଉପାୟରେ ମୋବାଇଲ୍‌ ଲୁଟ, ଦୁଇ ସପ୍ତାହ ପରେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ

by ସଞ୍ଜୟ ସ୍ୱାଇଁ
February 13, 2022
in Business, Crime, State
ଛାତ୍ରଙ୍କ  ଅଭିନବ ଉପାୟରେ ମୋବାଇଲ୍‌ ଲୁଟ, ଦୁଇ ସପ୍ତାହ ପରେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ
49
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଛାତ୍ରଙ୍କ ଅଭିନବ ଉପାୟରେ ଲୁଟ ଅଭିଯୋଗ । ଅଭିଯୋଗର ଦୁଇ ସପ୍ତାହ ପରେ ଅଭିଯୁକ୍ତକୁ ଗିରଫ କରିଛି ଲିଙ୍ଗରାଜ ଥାନା ପୋଲିସ । ଅନଲାଇନରେ ୩୫ ହଜାର ଟଙ୍କାର ଏକ ମୋବାଇଲ ଅର୍ଡର କରିଥିଲେ ଲେନ୍ ୬ର ସୁଶିଲ ଦାସ ନାମକ ଯୁବକ । ପାର୍ଶଲ୍ ବଏ ମୋବାଇଲ ପ୍ୟାକେଟ ଆଣି ମହାବିରନଗରରେ ପହଞ୍ଚିଥିଲା । ଅନଲାଇନ୍ ପେମେଣ୍ଟ କରୁଛି କହି ସୁଶିଲ ମୋବାଇଲ ଧରି ଚମ୍ପଟ ମାରିଥିଲେ । କମିଶନରେଟ ପୋଲିସ ଏହାର ତଦନ୍ତ କରି ଲୁଟ ମୋବାଇଲକୁ ଜବତ କରିବା ସହିତ ସୁଶିଲକୁ ଗିରଫ କରି କୋର୍ଟ ଚାଲାଣ କରିଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!