Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସ୍ ପି ଙ୍କ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ଅଭିଯୋଗ

by ସଞ୍ଜୟ ସ୍ୱାଇଁ
December 16, 2019
in Breaking, Society, State
ଏସ୍ ପି ଙ୍କ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ଅଭିଯୋଗ
33
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ପ୍ରାଇସ୍, ପ୍ରେଷ୍ଟିଜ୍, ପେନସନ୍ ଦାବିରେ ଲଢ଼େଇ କରୁଥିବା ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କ ନାମରେ ଏତଲା ଦିଆଯାଇଛି । ସୂଚନାନୁସାରେ, ନବ ନିର୍ମାଣ କୃଷକ ସଂଗଠନର ଜିଲ୍ଲା କମିଟି ପକ୍ଷରୁ ଆଜି ହାତିଆଶିଳ ମଠ ଠାରୁ ଏକ ଶୋଭାଯାତ୍ରାରେ ଯାଇ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ସରକାରଙ୍କ ବିରୁଦ୍ଧରେ ନାରାବାଜି କରିଥିଲେ । କାଳିଆ ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସଂଗଠନ ପକ୍ଷରୁ ଦାୟୀ କରାଯିବା ସହ ତାଙ୍କ ନାମରେ ଅଭିଯୋଗ କରାଯାଇଛି ବୋଲି ଜଣାପଡ଼ିଛି । ଏହି କାର୍ଯ୍ୟକ୍ରମରେ ସଂଗଠନର ଜିଲ୍ଲା ସଂଯୋଜକ ମହେଶ୍ୱର ଜେନା, ସହ ସଂଯୋଜକ ମମତା ନାଥ, ରଣଜିତ୍ ଦଳବେହେରା, ପ୍ରଦୀପ୍ତ ବେହେରା, ରବିନ୍ଦ୍ର ବରାଡ଼, ରମେଶ ପଣ୍ଡା, ସନ୍ତୋଷ ପ୍ରଧାନ ପ୍ରମୂଖ ନେତୃତ୍ୱ ନେଇଥିଲେ ।

Leave a Reply Cancel reply

Your email address will not be published. Required fields are marked *

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!