Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ଡାକ୍ତରଖାନାରେ ମିଳୁନି କୁକୁର କାମୁଡ଼ା ଇଞ୍ଜେକ୍ସନ୍

by ସଞ୍ଜୟ ସ୍ୱାଇଁ
December 17, 2019
in Health, Nayagarh
ନୟାଗଡ଼ରେ ଡାକ୍ତରଖାନାରେ ମିଳୁନି କୁକୁର କାମୁଡ଼ା ଇଞ୍ଜେକ୍ସନ୍
48
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ରାଜ୍ୟରେ କୁକୁର କାମୁଡ଼ା ଇଞ୍ଜେକ୍ସନ ମିଳୁନଥିବାରୁ ଭୟାଭହ ପରିସ୍ଥିତି ସୃଷ୍ଟି ହୋଇଛି । ଦୁଇଦିନ ହେବ ଏହି ଇଞ୍ଜେକ୍ସନ ମିଳୁନଥିବାରୁ ରୋଗୀମାନେ ହନ୍ତସନ୍ତ ହେଉଛନ୍ତି । ଫଳରେ ନିୟମିତ ଇଞ୍ଜେକ୍ସନ ନେଉଥିବା ରୋଗୀ ଏବଂ ସଦ୍ୟ କୁକୁର କାମୁଡ଼ାର ସୀକାର ହୋଇ ଡାକ୍ତରଖାନା ଆସୁଥିବା ରୋଗୀମାନେ ନାହିଁ ନଥିବା ହଇରାଣ ହେଉଛନ୍ତି । ଫଳରେ କିଛି ରୋଗୀ ଦୁଇ ହେବ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ହତାଶ ହୋଇ ଫେରୁଥିବା ବେଳେ କେତେକ ରୋଗୀ ଏହାକୁ ବାହାର ଦୋକାନରୁ କିଣିବାକୁ ବାଧ୍ୟ ହୋଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!