Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
December 18, 2019
in Planning and Development, Politics, State
ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନୟାଗଡ଼ବାସୀ
22
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ବୁଧବାର ମଧ୍ୟାହ୍ନରେ ତିନିଦିନ ପାଇଁ ଦିଲ୍ଲୀ ଗ୍ରସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୂବନେଶ୍ୱର ବିମାନ ବନ୍ଦରୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଅଭିମୂଖେ ଯାଇଥିବା ବେଳେ ୧୯ ତାରିଖରେ ରାଷ୍ଟ୍ରପତି ଭବନରେ ଆୟୋଜିତ ଜାତିର ପିତା ମହାତ୍ମାଗାନ୍ଧିଙ୍କ ଜନ୍ମ ଶତବାର୍ଷିକ କମିଟିର ତୃତୀୟ ବୈଠକରେ ଯୋଗ ଦେବେ । ସେହିଭଳି ୨୦ ଓ ୨୧ ତାରିଖରେ ରାଜ୍ୟ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିବେ । ଏହାବାଦ୍ ରାଜ୍ୟର ଅନେକ ସମସ୍ୟା କେନ୍ଦ୍ର ନିକଟରେ ଉପସ୍ଥାପନ କରିବେ । ଆସନ୍ତା ୨୨ ତାରିଖରେ ସେ ଭୂବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!