Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡ୍‌ ସ୍ଥିତିରେ ସୁଧୁରୁଥିବାରୁ ଭୁବନେଶ୍ୱରରେ ୨୮ ତାରିଖରୁ ବନ୍ଦ ହେବ ସମସ୍ତ କୋଭିଡ୍‌ କେୟାର ସେଣ୍ଟର

by ସଞ୍ଜୟ ସ୍ୱାଇଁ
February 25, 2022
in Health, State
କୋଭିଡ୍‌ ସ୍ଥିତିରେ ସୁଧୁରୁଥିବାରୁ ଭୁବନେଶ୍ୱରରେ ୨୮ ତାରିଖରୁ ବନ୍ଦ ହେବ ସମସ୍ତ କୋଭିଡ୍‌ କେୟାର ସେଣ୍ଟର
50
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱରରେ ୨୮ ତାରିଖରୁ ବନ୍ଦ ହେବ ସମସ୍ତ କୋଭିଡ୍‌ କେୟାର ସେଣ୍ଟର। କୋଭିଡ୍‌ ସ୍ଥିତିରେ ସୁଧୁରୁଥିବାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଏପରି ପଦକ୍ଷେପ ନେଇଛି। ହାଇଟେକ ଓ କିମ୍‌ସ ମେଡିକାଲ୍‌କୁ କ୍ଲୋଜର ନୋଟିସ୍‌ ଦେଇଛି ବିଏମ୍‌ସି। ସମ୍‌ ଓ ଅଶ୍ୱିନୀରେ ବେଡ୍‌ ସଂଖ୍ୟା ହ୍ରାସ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ସମ୍‌ ହସ୍ପିଟାଲରେ ୭୦ ଓ ଅଶ୍ୱିନୀରେ ୩୦ କୋଭିଡ୍ ଶଯ୍ୟା ରହିବ। ଗତକାଲି ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ୧୫୬୧୯୩ ଜଣ କୋଭିଡ୍‌ରେ ଆକ୍ରାନ୍ତ ହୋଇନ୍ତି। ସେଥିରୁ ୧୧୮୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫୪୪୧୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୫୭୨ ଜଣ ବିଭିନ୍ନ କୋଭିଡ୍‌ରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛି। ଧୀରେ ଧୀରରେ କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ କୋଭିଡ୍‌ କେୟାର ସେଣ୍ଟର ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ବିଏମ୍‌ସି। ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!