Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଳଲବ୍ୟ ପୁରସ୍କାର ପାଇଲେ ଝିଲ୍ଲୀ ଦଳବେହେରା

by ସଞ୍ଜୟ ସ୍ୱାଇଁ
December 20, 2019
in Sports
ଏଳଲବ୍ୟ ପୁରସ୍କାର ପାଇଲେ ଝିଲ୍ଲୀ ଦଳବେହେରା
21
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଦଶପଲ୍ଲାରେ ଜନ୍ମିତ ଝିଲ୍ଲୀ ଦଳବେହେରା ଆଜି ସମ୍ମାନ ଜନକ ଏଳଲବ୍ୟ ପୁରସ୍କାର ଗ୍ରହଣ କରିଛି । ଏକ ଭବ୍ୟ ସମାରୋହରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି । ନୟାଗଡ଼ ମାଟିର ଝିଅ ଉଦୀୟମାନ ଭାରତ୍ତୋଳିକା ଝିଲ୍ଲୀ ଦଳବେହେରା ୨୦୧୭ ଏପ୍ରିଲରୁ ୨୦୧୯ ମଧ୍ୟରେ ଦୁଇଟି ସ୍ୱର୍ଣ୍ଣ, ତିନି ରୋପ୍ୟ ଏବଂ ଏକ କାଂଶ୍ୟ ପଦକ ହାସଲ କରିଛନ୍ତି । ଦାରିଦ୍ର‌୍ୟ ସୀମାରେଖା ତଳେ ବସବାସ କରି ମଧ୍ୟ ଝିଲ୍ଲୀ ଜାତୀୟ ଓ ଅର୍ନ୍ତଜାତୀୟ ପୁରସ୍କାର ପାଉଥିବାକୁ ନେଇ ତାଙ୍କ ପରିବାର ଏବଂ ନୟାଗଡ଼ ବାସୀ ଖୁସି ବ୍ୟକ୍ତ କରୁଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!