Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁସୁଡିଲା ବ୍ରିଟିସ୍ ଅମଳ ବ୍ରିଜ୍: ବ୍ରିଜ୍ ତଳେ ଅନେକ ଲୋକ ଚାପି ହୋଇ ରହିଛନ୍ତି

by ସଞ୍ଜୟ ସ୍ୱାଇଁ
March 9, 2022
in Accident, Breaking
ଭୁସୁଡିଲା ବ୍ରିଟିସ୍ ଅମଳ ବ୍ରିଜ୍: ବ୍ରିଜ୍ ତଳେ ଅନେକ ଲୋକ ଚାପି ହୋଇ ରହିଛନ୍ତି
72
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବର୍ତ୍ତମାନର ବଡ଼ ଖବର । କଟକ ଛତ୍ରବଜାର ପରିବା ମାର୍କେଟ ନିକଟ ପୋଲ ଭୁଶୁଡ଼ିଲା। ଛତ୍ରବଜାରରୁ ମାଲଗୋଦାମ ସଂଯୋଗ କରୁଥିବା ପୋଲ ଭୁଶୁଡ଼ିଛି। ପୋଲରେ କାମ ଚାଲିଥିବା ବେଳେ କିଛି ଅଂଶ ଭୁଶୁଡ଼ିଥିବା ଜଣାପଡ଼ିଛି। ପୋଲ ତଳେ କିଛି ଲୋକ ଚାପି ହୋଇ ରହିଯାଇଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚୀ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଭୁସୁଡିଥିବା ବ୍ରିଜ୍ ନିକଟରେ କଟକ ଡିସିପି ପହଞ୍ଚି ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିବା ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ୨ଜଣଙ୍କୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ । ଚାପି ହୋଇଥିବା ବ୍ୟକ୍ତିମାନେ ପରିବା ବ୍ୟବସାୟୀ ବୋଲି ଅନୁମାନ କରାଯାଉଛି । କାରଣ ଘଟଣାସ୍ଥଳରେ ବ୍ୟବସାୟୀଙ୍କୁ ବିଭିନ୍ନ ପ୍ରକାରର ସାମଗ୍ରୀ ପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!