Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆଗାଁ ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର

by ସଞ୍ଜୟ ସ୍ୱାଇଁ
December 23, 2019
in Nayagarh
ନୂଆଗାଁ ବ୍ଲକରେ  ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର
35
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ନୂଆଗାଁ ବ୍ଲକରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜିର ଜନଶୁଣାଣି ଅଭିଯୋଗ ଶିବିରରେ ୧୧୩ଟି ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ ଜିଲ୍ଲାପାଳ । ଏଥିମଧ୍ୟରୁ ୮୯ଟି ବ୍ୟକ୍ତିଗତ ସମସ୍ୟା ଥିବାବେଳେ ଗ୍ରାମ୍ୟ ସମସ୍ୟା ୨୨ଟି, ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ୨ଟି, ଏଥିମଧ୍ୟରୁ ୬୦ଟି ସମସ୍ୟାକୁ ତୁରନ୍ତ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ମୋଟ ୨୨ହଜାର ଟଙ୍କା ପ୍ରଦାନ କରାଯାଇଥିଲା । ଆଜିର ଏହି ଜନଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଡ. ପୋମା ଟୁଟୁ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସ୍ୱେତ ମହାପାତ୍ର, ଅତିରିକ୍ତ ଏସ୍ପି ଦିଲ୍ଲୀପ କୁମାର ସାହାଣି ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ସ୍ଥାନୀୟ ବିଡିଓ ଓ ବ୍ଲକ୍ କର୍ତ୍ତୃପକ୍ଷ ଏହି ଜନ ଅଭିଯୋଗ ଶୁଣାଣିରେ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!