Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱାଭିମାନ ଅଞ୍ଚଳରେ କୃଷିମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
December 23, 2019
in State
ସ୍ୱାଭିମାନ ଅଞ୍ଚଳରେ କୃଷିମନ୍ତ୍ରୀ
36
VIEWS
Share on FacebookShare on Twitter

ମାଣ୍ଡିଆ ମଣ୍ଡି ଉଦ୍ଘାଟିତ

ଭୁବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ସ୍ୱାଧୀନତାର ଦୀର୍ଘବର୍ଷ ପରେ ମାଲକାନାଗିରି ଜିଲ୍ଲାର ଉପାନ୍ତ ଅଞ୍ଚଳର ଚିତ୍ରକୋଣ୍ଡା ଜଳଭଣ୍ଡାର ଅପରପାଶ୍ୱର୍ରେ ଥିବା ୧୫୧ଟି ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ ରହିଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ ଲାଗି ସେଠାରେ ଗୁରୁପ୍ରିୟା ସେତୁ ନିର୍ମାଣ ହୋଇ ବିଚ୍ଛିନ୍ନାଞ୍ଚଳ ଭାବେ ପରିଚିତ ଏହି ଅଞ୍ଚଳକୁ ସ୍ୱାଭିମାନ ଅଞ୍ଚଳ ଭାବେ ନାମିତ କରାଗଲା । ଏହି ଅଞ୍ଚଳବାସୀଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ସହିତ ସେ ଅଞ୍ଚଳର ବିକାଶ ପାଇଁ ସରକାରଙ୍କର ସମସ୍ତ ଯୋଜନା କିଭଳି ଲୋକମାନଙ୍କ ପାଖରେ ପହଞ୍ଚିବ ସେଥିପ୍ରତି ମୁଖ୍ୟମନ୍ତ୍ରୀ ଅଗ୍ରାଧିକାର ଦେଉଛନ୍ତି । ଆଜି କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁ ସ୍ୱାଧୀନତାର ୭୨ବର୍ଷ ପରେ ସ୍ୱାଭିମାନ ଅଞ୍ଚଳରେ ପ୍ରଥମ ମାଣ୍ଡିଆ ମଣ୍ଡିକୁ ଉଦ୍ଘାଟନ କରିଛନ୍ତି । ଓଡ଼ିଶା ମିଲେଟ୍ ମିଶନ୍ ଓଡ଼ିଶା ସରକାରଙ୍କର ଏକ ରାଜ୍ୟସ୍ତରୀୟ ଯୋଜନା । ଏହି ଯୋଜନାର ମୁଖ୍ୟଲକ୍ଷ୍ୟ ହେଉଛି ମିଲେଟ୍ର ଉତ୍ପାଦନ ଓ ପୋଷଣତାକୁ ରାଜ୍ୟର ୧୪ଟି ଜିଲ୍ଲାର ୭୨ଟି ବ୍ଲକ୍ରେ ପୁନରୁଦ୍ଧାର କରାଇବା । ମାଲକାନାଗିରି ଜିଲ୍ଲାର ମାଥିଲି, ଖଇରିପୁଟ, ଚିତ୍ରକୋଣ୍ଡା ଓ କୋରକୋଣ୍ଡା ବ୍ଲକ୍ରେ ଏହି ଯୋଜନାର କାର୍ଯ୍ୟକାରୀ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!