Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କନ୍ୟା ସୁରକ୍ଷା ପାଇଁ ମାନବଶୃଙ୍ଖଳ

by ସଞ୍ଜୟ ସ୍ୱାଇଁ
December 24, 2019
in Planning and Development
କନ୍ୟା ସୁରକ୍ଷା ପାଇଁ ମାନବଶୃଙ୍ଖଳ
39
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ମହୋତ୍ସବ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ନୟାଗଡ଼ ସହରରେ ଏକ ମାନବଶୃଙ୍ଖଳା ଅନୁଷ୍ଠିତ ହୋଇଯାଇଛି । କନ୍ୟାସୁରକ୍ଷା ପାଇଁ ଅନୁଷ୍ଠିତ ସଚେତନତା ଉଦ୍ଦେଶ୍ୟରେ ଏହି ମାନବଶୃଙ୍ଖଳ ନୟାଗଡ଼ ପ୍ରଜା ମଣ୍ଡଳ ମହିଳା ମହାବିଦ୍ୟାଳୟଠାରୁ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏହି ଶୃଙ୍ଖଳ ଅନୁଷ୍ଠିତ ହୋଇଛି । ଶିଶୁ ସୁରକ୍ଷା ୟୁନିଟର ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ମାନବଶୃଙ୍ଖଳରେ ଖୋର୍ଦ୍ଧା ବଲାଙ୍ଗିରୀ ଜାତିୟ ରାଜପଥ ଉପରେ ଅନୁଷ୍ଠିତ ହୋଇଥିଲା । ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ, ଅତିରିକ୍ତ ଜିଲ୍ଲାପାଳ ବିଧାନଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡିଙ୍କ ସମେତ ବହୁ ବୁଦ୍ଧିଜିବୀ, ନୟାଗଡ଼ ସ୍ୱଂୟ ଶାସିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ଛାତ୍ରଛାତ୍ରୀ, ବିଜୁ ଯୁବ ବାହିନୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କର୍ମଚାରୀ, ବ୍ଲକ କର୍ମଚାରୀ, ପୈାର କର୍ମଚାରୀ, ଆଶା କର୍ମୀମାନେ ମାନବଶୃଙ୍ଖଳରେ ସାମିଲି ହୋଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!