Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ

by ସଞ୍ଜୟ ସ୍ୱାଇଁ
December 24, 2019
in Entertainment
ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ
18
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଜିଲ୍ଲା ମହୋତ୍ସବ ପ୍ରଥମ ସଂନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମ ଅବସରରେ ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ନୟାଗଡ଼ ବନ୍ଦନା ପରିବେଷଣ କରାଯାଇଥିଲା । ଏଥିସହିତ ଭୂବନେଶ୍ୱର ପୁଷ୍ପିତା ମିଶ୍ର ଓ ସାଥିଙ୍କ ଦ୍ୱାରା ଓଡ଼଼ିଶୀ ନୃତ୍ୟ, ପୁରୀ ରଘୁରାଜ ପୁରର ଗୋଟିପୁଅ ନୃତ୍ୟ, ରାୟଗଡ଼ାର ଢେମସା ନୃତ୍ୟ, ରାଜସ୍ଥାନ ଲୋକନୃତ୍ୟ ଶିବ ତାଣ୍ଡବ ପରିବେଷଣ ହୋଇଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡ଼ିକ ମଧ୍ୟରେ ରାୟଗଡ଼ାର ଢେମସା ମନୋମୁଗ୍ଧକର ଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!