Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଲ ଝିଅଟିଏ ଦରକାର ହେଲେ ଝିଅ ଜନ୍ମ ଦେବା ନାହିଁ : ଧନରାଜ

by ସଞ୍ଜୟ ସ୍ୱାଇଁ
December 27, 2019
in Feature
ଭଲ ଝିଅଟିଏ ଦରକାର ହେଲେ ଝିଅ ଜନ୍ମ ଦେବା ନାହିଁ : ଧନରାଜ
33
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ସେହିଭଳି ସମ୍ମାନିତ ଅତିଥି ତଥା ବନଖଣ୍ଡ ଅଧିକାରୀ ସମାଜରେ ଥିବା ବିଭିନ୍ନ ସମସ୍ୟାକୁ ଉପସ୍ଥାପନ କରିବା ସହ ଆମର ଛାଇ ଦରକାର ହେଲେ ଗଛ ଲଗାଇବା ନାହିଁ, ଆମର କ୍ଷୀର ଦରକାର ହେଲେ ଗୋପାଳନ କରିବା ନାହିଁ, ଆମର ଭଲ ଝିଅଟିଏ ଦରକାର ହେଲେ ଝିଅଜନ୍ମ ଦେବା ନାହିଁ ବୋଲି ଚାଲିଥିବା ନୀତିକୁ ଉପସ୍ଥାପନ କରିଥିଲେ । ଯେଉଁଥିପାଇଁ ଜିଲ୍ଲାରେ କନ୍ୟା ସଂଖ୍ୟାରେ ଆଶାତିତ ହ୍ରାସ ଘଟୁଥିବା କଥା ସେ କହିବା ସହ କନ୍ୟାକୁ କିଭଳି ସୁରକ୍ଷା ଦିଆଯିବ ଏବଂ ବାଲ୍ୟବିବାହକୁ ରୋକା ଯାଇପାରିବ ସେ ନେଇ ମତ ରଖିଥିଲେ ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!