Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଜତ ଜୟନ୍ତୀ ଅବସରରେକଳସ ଶୋଭାଯାତ୍ରା

by ସଞ୍ଜୟ ସ୍ୱାଇଁ
December 28, 2019
in Education
ରଜତ ଜୟନ୍ତୀ ଅବସରରେକଳସ ଶୋଭାଯାତ୍ରା
46
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ରୌପ୍ୟ ଜୟନ୍ତୀ ଅବସରରେ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଶତାଧିକ ମାତୃ ମଣ୍ଡଳୀ ସାଗରପୋଖରୀରୁ କଳସ ଶୋଭାଯାତ୍ରାରେ ଯାଇ ବିଦ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା । ବିଶ୍ୱଶାନ୍ତି କଲ୍ୟାଣ ନିମନ୍ତେ ବିଶାଳ କଳସ ଯାତ୍ରା ଆୟୋଜନ କରାଯାଇଥିବା ସୂଚନା ଦିଆଯାଇଥିଲା । ଏହି ସମାରୋହରେ ସଂକୀର୍ତ୍ତନ ମଣ୍ଡଳୀ ,୧୦୦ରୁ ଊଦ୍ଧ୍ୱର୍ ମାଆମାନଙ୍କ ସହ ବିଦ୍ୟାଳୟର ଗୁରୁଜୀ ଗୁରୁମାଙ୍କ ପରିଚାଳନା ସମିତିର ସଦସ୍ୟମାନେ ଯୋଗଦାନ କରି ସହର ପରିକ୍ରମା କରି ବିଦ୍ୟାଳୟରେ ପହଞ୍ଚିଥିଲେ । ଏହାପରେ ବିଦ୍ୟାଳୟରେ ଗୋପୂଜନ କାର୍ଯ୍ୟକ୍ରମ ଓ ୨୧ଥର ହନୁମାନ ଚାଳିଶା ପାଠ କରା ଯାଇଥିଲା । ଉକ୍ତ କାର୍ଯ୍ୟକ୍ରମ ଦ୍ୱାରା ନଗରରେ ଲୋକମାନଙ୍କ ମଧ୍ୟରେ ଆଗ୍ରହ ଏବଂ ଉଦ୍ଦୀପନ୍ନା ଜାଗ୍ରତ ହୋଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!