Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ଶ୍ରମିକ ଧର୍ମଘଟ

by ସଞ୍ଜୟ ସ୍ୱାଇଁ
March 28, 2022
in Feature News
ନୟାଗଡ଼ରେ ଶ୍ରମିକ ଧର୍ମଘଟ
127
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ଆହ୍ୱାନ କ୍ରମେ ଆଜି ନୟାଗଡ଼ ସହରରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବିକ୍ଷୋଭ ଓ ଧର୍ମଘଟ କରାଯାଇଛି । ଶ୍ରମିକ ବିରୋଧୀ ଶ୍ରମ କୋଡ୍ ବାତିଲ, ମଜୁରୀ ୬ ଶହ ଟଙ୍କା କରିବା, ଶ୍ରମିକଙ୍କୁ ସ୍ଥାୟୀ ନିଯୁକ୍ତି, ଅବସରକାଳୀନ ଭତ୍ତା, ଘରୋଇ କରଣ ବନ୍ଦ କରିବା, ବଜାର ଦରକୁ ନିୟନ୍ତ୍ରଣ କରିବା ଭଳି ବିଭିନ୍ନ ଦାବି ନେଇ ବିକ୍ଷୋଭ ପଦର୍ଶନ କରାଯାଇଛି । ସିଆଇଟିୟୁ ନେତା ବିଶ୍ୱନାଥ ମହାପାତ୍ରଙ୍କ ନେତତୃରେ କର୍ମୀମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପଦର୍ଶନ କରିବା ସହ ବିଭିନ୍ନ ବ୍ୟାଙ୍କ, ଜିଲ୍ଲା ଜଜକୋର୍ଟକୁ ବନ୍ଦ କରାଯାଇଥିଲା । ପବିତ୍ର ଇନ୍ଦ୍ରଜିତ, ଏସ.ଏ କରିମ, ଜ୍ୟୋତିପ୍ରଭା ଜେନା, ଅମୀୟ ପଟ୍ଟନାୟକ, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଭୂବନ ଚନ୍ଦ୍ର ହାତୀ ପ୍ରମୂଖ ବିକ୍ଷୋଭରେ ସାମିଲ ହୋଇଥିଲେ । ଅନ୍ୟପକ୍ଷେ, ଆଜିର ଧର୍ମଘଟ ପ୍ରଭାବ ହୀନ ଥିଲା । ଗାଡ଼ି ମୋଟର ଯାତାୟତ କରୁଥିବା ବେଳେ ଦୋକାନ ବଜାର ସମ୍ପୂର୍ଣ୍ଣ ଖୋଲା ରହିଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!