Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରିକେଟ ନିଶାରେ ଅରୁଣ

by ସଞ୍ଜୟ ସ୍ୱାଇଁ
December 29, 2019
in Entertainment
କ୍ରିକେଟ ନିଶାରେ ଅରୁଣ
32
VIEWS
Share on FacebookShare on Twitter

ଦେଖନ୍ତୁ ଭିଡିଓ

ନୟାଗଡ଼, (ବାଘୁଆବାର୍ତ୍ତା) :  ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଜଣେ ଭଲ ଫୁଟବଲ ଖେଳାଳୀ ଭାବେ ପରିଚିତ ଲାଭ କରିଥିବା ବେଳେ ତାଙ୍କୁ ଏବେ କ୍ରିକେଟ ନିଶା ଧରିଥିବା ଜଣାପଡ଼ିଛି । କିଛିଦିନ ହେବ ମନ୍ତ୍ରୀ ଯେଉଁ କ୍ରିକେଟ ଟୁନାମେଂଟ ଉଦ୍ଘାଟନ କରିବାକୁ ଯାଉଛନ୍ତି ସେଠାରେ ହାତରେ ବ୍ୟାଟ ଧରି ଚକମା ଦେଖାଉଛନ୍ତି । ଧୁଆଁଧାର ବ୍ୟାଟିଂ କରି ସେ ଦର୍ଶକ ଏବଂ ଟୁନାମେଂଟ ଆୟୋଜକଙ୍କ ମନ ଜିତୁଛନ୍ତି । ଏଭଳି ଘଟଣା ଦେଖିବାକୁ ମିଳିଛି ବିରୁଡ଼ା କ୍ରିକେଟ ଆସୋସିଏସନ୍ ଦ୍ୱାରା ଆୟୋଜିତ ଟୁନାମେଂଟ କାର୍ଯ୍ୟକ୍ରମରେ । ସେହିଭଳି ଓଡ଼ଗାଁ ଓ ଲେଙ୍କୁଡ଼ିପଡ଼ା କ୍ରିକେଟ ଟୁନାମେଂଟରେ ମଧ୍ୟ ଦେଖିବାକୁ ମିଳିଛି ।

http://baghuabarta.com/backup/wp-content/uploads/2019/12/WhatsApp-Video-2019-12-29-at-12.41.59-PM.mp4

 

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!