Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଏପ୍ରିଲ ୨ ତାରିଖରୁ ରାଜ୍ୟରେ ସକାଳୁଆ ସ୍କୁଲ କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ

by ସଞ୍ଜୟ ସ୍ୱାଇଁ
March 30, 2022
in Education, State
ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଏପ୍ରିଲ ୨ ତାରିଖରୁ ରାଜ୍ୟରେ ସକାଳୁଆ ସ୍କୁଲ କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ
212
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟରେ ବଢିବାଲେ ଲାଗିଛି ତାତି । ଅସହ୍ୟ ହେଲାଣି ଗରମ । ଏହାକୁ ଦୃଷ୍ଟିରେ ରଖି ସ୍କୁଲ ଟାଇମ୍‌ ଟେବୁଲରେ ପରିବର୍ତ୍ତନ କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ । ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ପାଇଁ ଆସନ୍ତା ଏପ୍ରିଲ ୨ତାରିଖରୁ ସକାଳୁଆ ସ୍କୁଲ ହେବ । ସକାଳ ୬.୩୦ରୁ ୧୦ଟା ଯାଏଁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲରେ ରହିବେ । ସେହିଭଳି ସକାଳ ୭ଟାରୁ ଦିନ ୧୧ଟା ଯାଏଁ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠ ପଢାଯିବ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!