Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟା ପାଇଁ ଭୋକର ଭୂଗୋଳ ବିକାଶର ଭୂଖଣ୍ଡରେ ପରିଣତ ହୋଇଛି

by ସଞ୍ଜୟ ସ୍ୱାଇଁ
April 1, 2022
in Feature News
ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟା ପାଇଁ ଭୋକର ଭୂଗୋଳ ବିକାଶର ଭୂଖଣ୍ଡରେ ପରିଣତ ହୋଇଛି
225
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ମହୋତ୍ସବ ପଡ଼ିଆରେ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଯୋଗ ଦେଇଥିଲେ । ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଏବଂ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟା ପାଇଁ ସାରା ଦେଶରେ ଓଡ଼ିଶା ଆଜି ଆଗୁଆ ରାଜ୍ୟ ଭାବେ ପରିଗଣିତ ହେଉଛି । ଭୋକର ଭୂଗୋଳ ବିକାଶର ଭୂଖଣ୍ଡରେ ପରିବର୍ତ୍ତିତ ହୋଇଛି ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ ମଞ୍ଚାସୀନ ଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲାର ବରିଷ୍ଠ ଅଧିକାରୀ ଏବଂ ବହୁ ନବନିର୍ବାଚିତ ଜନପ୍ରତିନିଧି ଯୋଗ ଦେଇଥିଲେ । ସରକାରଙ୍କ ନିର୍ଦ୍ଦେଶମତେ ସଂନ୍ଧ୍ୟା ୬ଟା ୩୦ରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିବା ବେଳେ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!