Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରୈାପ୍ୟ ଜୟନ୍ତୀ

by ସଞ୍ଜୟ ସ୍ୱାଇଁ
December 30, 2019
in Education
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରୈାପ୍ୟ ଜୟନ୍ତୀ
116
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦରର ରୈାପ୍ୟ ଜୟନ୍ତୀ ଦ୍ୱିତୀୟ ଦିବସରେ ସମାରୋହରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ସ୍ୱାମୀ ସମର୍ପଣାନନ୍ଦ ଗିରି ମଜାରାଜ, ସମ୍ମାନିତ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ଜିଲ୍ଲାପାଳ ଡ. ପୋମା ଟୁଡୁ, ଆରକ୍ଷୀ ଅଧିକ୍ଷକ ଶଶୀଭୂଷଣ ଶତପଥି ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅମ୍ବିକା ପଟ୍ଟନାୟକ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ବିଦ୍ୟାଳୟର ସଭାପତି ମୃତ୍ୟୁଞ୍ଜୟ ମହାପାତ୍ର, ସଂପାଦକ ଶାନ୍ତନୁ କୁମାର ସ୍ୱାଇଁ ଉପସ୍ଥିତ ଥିଲେ । ଏହି ଅବସରରେ ପୂର୍ବାହ୍ନରେ କବିତା ପାଠୋତ୍ସବ, ବ୍ୟକ୍ତିତ୍ୱ ବିକାଶରେ ସରସ୍ୱତୀ ଶିଶୁ ମନ୍ଦିରର ଭୂମିକା ସଂମ୍ପର୍କରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଏହି ଆଲୋଚନାଚକ୍ରରେ ପୂର୍ବତନ ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ । ସଂନ୍ଧ୍ୟାରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟତ୍ରୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!