Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଶ୍ଚାତ୍ୟରୁ ଦୂରେଇରୁହ: ରମାକାନ୍ତ

by ସଞ୍ଜୟ ସ୍ୱାଇଁ
December 31, 2019
in Education
ପାଶ୍ଚାତ୍ୟରୁ ଦୂରେଇରୁହ: ରମାକାନ୍ତ
22
VIEWS
Share on FacebookShare on Twitter

ସରସ୍ୱତୀ ଶିଶୁମନ୍ଦିର ରୌପ୍ୟଜୟନ୍ତୀ ଉଦ୍ଯାପିତ

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ସରସ୍ୱତୀ ଶିଶୁମନ୍ଦିରର ତିନିଦିନ ଧରି ରୌପ୍ୟଜୟନ୍ତୀ ଉତ୍ସବ ଉଦ୍ଯାପିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ନୟାଗଡ଼ର ଆରକ୍ଷୀ ଅଧିକ୍ଷକ ଶଷିଭୂଷଣ ଶତପଥୀ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଶିକ୍ଷାବିକାସ ସମିତି ସଂଗଠନ ମନ୍ତ୍ରୀ ରମାକାନ୍ତ ମହାନ୍ତ ଯୋଗ ଦେଇଥିଲେ । ମୁଖ୍ୟଅତିଥି ବିଦ୍ୟାମନ୍ଦିରର ସ୍ୱତନ୍ତ୍ରତା ବିକାଶ ଉପରେ ମତ ରଖିଥିବା ସହିତ ଆଗାମୀ ଦିନରେ ଛାତ୍ରଛାତ୍ରୀମାନଙ୍କ ଉନ୍ନତି ପାଇଁ ବ୍ୟାପକ ଗବେଷଣା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ । ସେହିପରି ଭାବେ ମୁଖ୍ୟବକ୍ତା ଛୋଟ କୁଡିଆରୁ ଆରମ୍ଭ ହୋଇଥିବା ନୟାଗଡ଼ ଶିଶୁମନ୍ଦିର ଆଜି ଏକ ମହାନ୍ ବିଦ୍ୟାଳୟର ପ୍ରତିଷ୍ଠା ଲାଭ କରିଥିବା ବେଳେ ସରସ୍ୱତୀ ଶିଶୁମନ୍ଦିର ସମାଜକୁ ଏକ ସ୍ୱତନ୍ତ୍ର ବାର୍ତ୍ତା ଦେଉଛି ବୋଲି ଅଭିଭାଷଣ ରଖିଥିଲେ । ଶିକ୍ଷା ବ୍ୟବସ୍ଥାକୁ ସମାଜ ସହିତ ଯୋଡିବା ଏବଂ ପାଶ୍ଚାତ୍ୟରୁ ଦୁରେଇ ରହିବା ପାଇଁ ସେ ପରାମର୍ଶ ଦେଇଥିଲେ । ଏହି ଉପଲକ୍ଷେ ଅନୁଷ୍ଠାନର ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମହାପାତ୍ର, ସମ୍ପାଦକ ସାନ୍ତନୁ କୁମାର ସ୍ୱାଇଁ ଓ ପ୍ରଧାନ ଆଚାର୍ଯ୍ୟ ସ୍ୱାଗତ ଭାଷଣ ଦେଇଥିଲେ । ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!