Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ବିଧାୟକଙ୍କ ପର୍ତ୍ତିମୂର୍ତ୍ତୀ ଅନାବରଣ

by ସଞ୍ଜୟ ସ୍ୱାଇଁ
January 1, 2020
in Nayagarh
ପୂର୍ବତନ ବିଧାୟକଙ୍କ ପର୍ତ୍ତିମୂର୍ତ୍ତୀ ଅନାବରଣ
11
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସ୍ୱର୍ଗତ ବଂଶୀଧର ସାହୁଙ୍କ ପର୍ତ୍ତିମୂର୍ତ୍ତୀ ଅନାବରଣ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ଇଟାମାଟି ଗ୍ରାମରେ ଜନ୍ମିତ ଶ୍ରୀ ସାହୁଙ୍କ ସ୍ମୃତି ଉଦ୍ଦେଶ୍ୟରେ ଇକରିଠାରେ ଅନୁଷ୍ଠିତ ବଂଶୀଧର ପାର୍କରେ ଏହି ପର୍ତ୍ତୀମୂର୍ତ୍ତୀ ଅନାବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ତାଙ୍କ ପୁଅ ତଥା କଂଗ୍ରେସ ନେତା ମନୋଜ ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବହୁ ଜନସମାଗମ ହୋଇଥିଲା । ତିନି ଏକର ନିଜସ୍ୱ ଜମିରେ ଏହି ପାର୍କ ନିର୍ମାଣ କରାଯାଇଛି । ଆଗାମୀ ଦିନରେ ଝରଦେଇ ପୀଠକୁ ଆସୁଥିବା ପର୍ଯ୍ୟଟକମାନେ ଏହି ପାର୍କର ମଜା ନେଇ ପାରିବେ ବୋଲି ଜଣାପଡ଼ିଛି । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଭଜନ କୀର୍ତ୍ତନ ଅନୁଷ୍ଠିତ ହୋଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!