Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଜାଙ୍ଗୀ ପାହାଡ଼ରେ ବନ୍ଧୁ ମିଳନ

by ସଞ୍ଜୟ ସ୍ୱାଇଁ
January 1, 2020
in Nayagarh
ଜଜାଙ୍ଗୀ ପାହାଡ଼ରେ ବନ୍ଧୁ ମିଳନ
40
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ ସହରରେ ଅବସ୍ଥିତ ଜଜାଙ୍ଗୀ ପାହାଡ଼ରେ କାଳିକାପ୍ରସାଦ ପଂଚାୟତ ନାଗମୁଣ୍ଡୁଳୀ ଗ୍ରାମରେ ଥିବା ମଧୁକେଶ ବିଦ୍ୟାପୀଠ ୧୯୯୩ ମାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପଂଚାୟତ ପୂର୍ବତନ ସରପଂଚ ରମେଶ କୁମାର ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ପୂରାତନ ଛାତ୍ରଛାତ୍ରୀମାନେ ତାଙ୍କ ପରିବାର ସହିତ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବା ସହ ନିଜ ମାଟି ପାଇଁ ନିଜ କର୍ତ୍ତବ୍ୟକୁ ନଭୁଲିବା ପାଇଁ ଶପଥ ନେଇଥିଲେ ।

http://baghuabarta.com/backup/wp-content/uploads/2020/01/VID-20200101-WA0120.mp4
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!