Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରୀଙ୍କୁ ଶିକ୍ଷକ ବସଉଠ କରାଇବା ଘଟଣା, ତଦନ୍ତ ନିର୍ଦ୍ଦେଶ ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
April 11, 2022
in Education, State
ଛାତ୍ରୀଙ୍କୁ ଶିକ୍ଷକ ବସଉଠ କରାଇବା ଘଟଣା, ତଦନ୍ତ ନିର୍ଦ୍ଦେଶ ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ
80
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଲାଙ୍ଗିର ପାଟଣାଗଡ଼ ବାପୁଜୀ ବାଳିକା ହାଇସ୍କୁଲରେ ଛାତ୍ରୀଙ୍କୁ ଶିକ୍ଷକ ବସଉଠ କରାଇବା ଘଟଣା । ତଦନ୍ତ ନିର୍ଦ୍ଦେଶ ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ପ୍ରାର୍ଥନା କ୍ଲାସ୍ ରେ ବିଳମ୍ବ ହେବାଯୋଗୁଁ ଶହେଥର ବସ ଉଠ୍ କରାଇଥିଲେ ଜଣେ ଶିକ୍ଷକ । ସୂଚନା ଥାଉକି, ଆଜି ସକାଳ ସମୟରେ ପାଟଣାଗଡ ବ୍ଲକ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରାର୍ଥନା ଚାଲିବାବେଳେ କିଛି ଶିକ୍ଷାର୍ଥୀ ଅସୁସ୍ଥ ଅନୁଭବ କରିଥିଲେ । କୁହାଯାଉଛି କି ପ୍ରାର୍ଥନାରେ ବିଳମ୍ୱ ହେବାରୁ ବିଦ୍ୟାଳୟର ଶିକ୍ଷକ ତାଙ୍କୁ ବସ ଉଠ୍ କରାଇଥିଲେ ।ପରେ ଛାତ୍ରୀମାନେ ପ୍ରାର୍ଥନା କ୍ଲାସରେ ଅସୁସ୍ଥ ହୋଇପଡିଥିଲେ । ସେଥିପାଇଂ ସେମାନଙ୍କୁ ନିକଟସ୍ଥ ପାଟଣାଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ସମସ୍ତ ଶିକ୍ଷାର୍ଥୀ ଭଲ ଅଛନ୍ତି । ଘଟଣା ସ୍ଥଳରେ ପାଟଣା ଗଡ ଗୋଷ୍ଠୀ ଶିକ୍ଷା ଅଧିକାରୀ ଏବଂ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଉପସ୍ଥିତ ଅଛନ୍ତି । ଏ ବିଷୟରେ ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଶଙ୍କର ପ୍ରସାଦ ମାଝୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!