Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜରାଶ୍ରମରେ ପୁଅର ଜନ୍ମଦିନ ପାଳିଲେ ଉପଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
January 1, 2020
in Feature News
ଜରାଶ୍ରମରେ ପୁଅର ଜନ୍ମଦିନ ପାଳିଲେ ଉପଜିଲ୍ଲାପାଳ
22
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜରାଶ୍ରମରେ ପୁଅର ଜନ୍ମଦିନ ପାଳିଲେ ନୟାଗଡ଼ ଉପଜିଲ୍ଲାପାଳ । ପୂର୍ବାହ୍ନରେ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ ସପରିବାର ଜରାଶ୍ରମରେ ପହଂଚି ଅନ୍ତବାସୀଙ୍କ ସହ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ । ତାଙ୍କ ପୁଅ ଅହସ୍କରଙ୍କ ଆଜି ୧୬ ତମ ଜନ୍ମଦିନ ଅବସରରେ ସେ ଅନ୍ତବାସୀଙ୍କ ସହ ମିଶି ସକାଳ ଜଳଖିଆ କରିବା ସହ ରାତ୍ରି ଭୋଜନର ବ୍ୟବସ୍ଥା କରିଛନ୍ତି । ବାହ୍ୟ ଚାକଚକ୍ୟରୁ ଦୂରେଇ ଉପଜିଲ୍ଲାପାଳଙ୍କ ଏଭଳି ପଦକ୍ଷେପକୁ ସବୁ ମହଲରୁ ପ୍ରଶଂସା କରାଯାଇଛି ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!