Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁରେ ଚୋରା ଗହମ !

by ସଞ୍ଜୟ ସ୍ୱାଇଁ
January 2, 2020
in Crime, Nayagarh
ଓଡ଼ଗାଁରେ ଚୋରା ଗହମ !
38
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼଼ଗାଁର ଏକ ସ୍ଥାନରେ ଚୋରା ଗହମ ଥିବା ନେଇ ଅଭିଯୋଗ ଆସିଛି । ସୂଚନାନୁସାରେ, ଓଡ଼ଗାଁ ପୁରୁଣା ଓଏସଆରଟିସି ଗ୍ୟାରେଜ ପରିସରରେ ବ୍ୟାପକ ଚୋରା ଗହମ ଥିବା ନେଇ ଖବର ମିଳିବା ପରେ ଏହାକୁ ଖୋଳତାଡ଼ ଆରମ୍ଭ କରାଯାଇଥିବା ଜିଲ୍ଲା ଯୋଗାଣ ଅଧିକାରୀ ସୂଚନା ଦେଇଛନ୍ତି । ଏନେଇ ଅତିରିକ୍ତ ଯୋଗାଣ ଅଧିକାରୀ ଏବଂ ଜଣେ ଇନ୍ସିପେକ ।ର ଘଟଣା ସ୍ଥଳକୁ ଯାଇଥିବା ଜଣାପଡ଼ିଛି । ଏହାକୁ କିଏ ଏବଂ କେଉଁ ପରିସ୍ଥିତିରେ ରଖିଛି ତାହାର ଅନୁସନ୍ଧାନ କରାଯିବ ଏବଂ ଆବଶ୍ୟକ ପଡ଼ିଲେ ଆସନ୍ତାକାଲି ତାକୁ ଜବତ କରାଯିବ ବୋଲି ଜିଲ୍ଲା ଯୋଗାଣ ଅଧିକାରୀ ସୂଚନା ଦେଇଛନ୍ତି । ଏଠାରେ ପ୍ରକାଶ ଯୋଗ୍ୟ ଯେ, ଏହି ସ୍ଥାନରେ ଚୋରା ଗହମ ବ୍ୟତିତ ଅନ୍ୟାନ ନିଶାଦ୍ରବ୍ୟ ମଧ୍ୟ ବେଆଇନ ବ୍ୟବସାୟ ହେଉଥିବା ନେଇ ଚର୍ଚ୍ଚା ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!