Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଚ୍ଚଶିକ୍ଷାର ମାନବୃଦ୍ଧି ପାଇଁ ମନ୍ତ୍ରୀଙ୍କ ଆହ୍ୱାନ

by ସଞ୍ଜୟ ସ୍ୱାଇଁ
January 3, 2020
in Feature News
ଉଚ୍ଚଶିକ୍ଷାର ମାନବୃଦ୍ଧି ପାଇଁ ମନ୍ତ୍ରୀଙ୍କ ଆହ୍ୱାନ
16
VIEWS
Share on FacebookShare on Twitter

        ୧୬ ଜଣ ଅଧ୍ୟାପକ, ଅଧ୍ୟାପିକ ପାଇଲେ ନିଯୁକ୍ତିପତ୍ର

ନୟାଗଡ଼, (ବାଘୁଆବାର୍ତ୍ତା) : ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ ଅତିଥି ଭାବେ ଯୋଗ ଦେଇ ସରକାରଙ୍କ ଦ୍ୱାରା ନବନିଯୁକ୍ତି ପାଇଥିବା ୧୬ ଜଣ ଅଧ୍ୟାପକ ଓ ଅଧ୍ୟାପିକାଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଏହି ଅବସରରେ ଡ. ସାହୁ ତାଙ୍କ ବକ୍ତବ୍ୟରେ ଉଚ୍ଚଶିକ୍ଷାର ମାନବୃଦ୍ଧି କରିବାକୁ ଆହ୍ୱାନ ଦେବା ସହ ପ୍ରତ୍ୟେକ ଅଧ୍ୟାପକ, ଅଧ୍ୟାପିକାମାନେ ଅନୁନ୍ୟ ୧୦ରୁ ୧୫ ଜଣ ଛାତ୍ରଛାତ୍ରୀ ଦାୟିତ୍ୱ ନେଇ ସେମାନଙ୍କ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ କହିଛନ୍ତି । ଏହି ଅବସରରେ ବିଭାଗ ଦ୍ୱାରା ଉଭିଦ୍ଦ ବିଜ୍ଞାନରେ ୨, ବାଣିଜ୍ୟରେ ୧, ରସାୟନ ବିଜ୍ଞାନରେ ୧, ଇଂଗ୍ରାଜୀରେ ୪, ଦର୍ଶନ ଶାସ୍ତ୍ରରେ ୨, ପଦାର୍ଥ ବିଜ୍ଞାନରେ ୧, ରାଜନୀତି ବିଜ୍ଞାନରେ ୩, ଗଣିତରେ ୧, ପ୍ରାଣୀ ବିଜ୍ଞାନରେ ୧ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯାଇଛି । ସ୍ଥାନୀୟ କୃଷି ଭବନ ତାଲିମ ଭବନଠାରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥିଲା । ବିଭାଗର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!