Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୋଜି ଖାଇ ୩୦ ଅସୁସ୍ଥ

by ସଞ୍ଜୟ ସ୍ୱାଇଁ
April 22, 2022
in Health, State
ଭୋଜି ଖାଇ ୩୦ ଅସୁସ୍ଥ
34
VIEWS
Share on FacebookShare on Twitter

ଟାଙ୍ଗୀ, (ବାଘୁଆବାର୍ତ୍ତା): ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ନିକଟସ୍ଥ ସୁନ୍ଦରପୁର ଗ୍ରାମରେ ବାହାଘର ଭୋଜି ଖାଇ ୩୦ ଜଣ ଅସୁସ୍ଥ ହୋଇଛନ୍ତି । ଭୋଜି ଖାଇବା ପରେ ଲୋକମାନଙ୍କ ଝାଡା-ବାନ୍ତି ହୋଇଥିଲା। ଚିକିତ୍ସା ପାଇଁ ଟାଙ୍ଗୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସୁନ୍ଦରପୁର ଗ୍ରାମର ଜଣଙ୍କ ଝିଅ ବାହାଘର ପାଇଁ ଗୁରୁବାର ରାତିରେ ଭୋଜି ହୋଇଥିଲା। ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ନିକଟସ୍ଥ ସୁନ୍ଦରପୁର ଗ୍ରାମ ତିନିଘରିଆ ପାଟଣା ଏବଂ ଚାରିଘରିଆ ପାଟଣା କମାନେ ଭୋଜି ଖାଇବା ପରେ ଅସୁସ୍ଥ ହୋଇ ପଡିଥିଲେ । ଝାଡାବାନ୍ତି ହୋଇଥିଲା। ସେମାନଙ୍କୁ ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଫୁଡ୍-ପଏଜନ୍ ଯୋଗୁଁ ଏପରି ହୋଇଛି ଓ ପ୍ରାଥମିକ ଚିକିତ୍ସା ପରେ ସମସ୍ତେ ସୁସ୍ଥ ଥିବା ଟାଙ୍ଗୀ ଡାକ୍ତରଖାନାର ସୁପରିଣ୍ଟେଣ୍ଡେଣ୍ଟ କହିଛନ୍ତି । ଏବେ ସମସ୍ତ ଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ଥିବା ଡାକ୍ତର କହିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!