Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିଲୁ ମେମୋରିଆଲ୍ ଟୁନାମେଣ୍ଟ ଉଦଯାପିତ, ଓଡ଼ଗାଁ ବିଜୟୀ

by ସଞ୍ଜୟ ସ୍ୱାଇଁ
January 5, 2020
in Sports
ଦିଲୁ ମେମୋରିଆଲ୍ ଟୁନାମେଣ୍ଟ ଉଦଯାପିତ,  ଓଡ଼ଗାଁ ବିଜୟୀ
33
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବ୍ଲକ ଅନ୍ତର୍ଗତ ଖୁଣ୍ଟୁବନ୍ଧ ପଂଚାୟତରେ କଇଥଗାଡ଼ିଆ ଗ୍ରାମରେ ବାଲୁଙ୍କେଶ୍ୱର ବ୍ୟାଟ ମିଣ୍ଟନ କ୍ଲବ ଆନୁକୂଲ୍ୟରେ ଦିଲୁ ମେମୋରିଆଲ ଟୁନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଦିଲୁ ସ୍ମୃତି ଉଦ୍ଦେଶ୍ୟରେ ଅନୁଷ୍ଠିତ ଉକ୍ତ ଖେଳରେ ଜିଲ୍ଲାର ୧୬ଟି ଦଳ ଅଂଶ ଗ୍ରହଣ କରିଥିଲେ । ଫାଇନାଲ ମ୍ୟାଚରେ ଓଡ଼ଗାଁ ବନାମ୍ ଖଣ୍ଡପଡ଼ା ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିବା ବେଳେ ଓଡ଼ଗାଁ ଦଳ ବିଜୟ ଲାଭ କରିଛି । ବିଜୟୀ ଦଳକୁ ପାଂଚ ହଜାର ଟଙ୍କା ସହିତ ଟ୍ରଫି ପ୍ରଦାନ କରାଯାଇଛି ଏବଂ ରନର୍ସ ଅଫ ଦଳକୁ ତିନି ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଜୁ ଯୁବ ଜନତା ଦଳ ସଭାପତି ରମେଶ କୁମାର ସାହୁ ଯୋଗ ଦେଇଥିବା ବେଳେ ସ୍ଥାନୀୟ ସରପଂଚ ସତ୍ୟବାନ ନାୟକ, କିଶୋର ମହାନ୍ତି, କିଶୋର ସ୍ୱାଇଁ, ନୟାଗଡ଼ ଏନଏସିର ପୂର୍ବତନ କାଉନଂସିଲର ଅଖିଳ କୁମାର ସ୍ୱାଇଁ ପ୍ରମୂଖ ଯୋଗ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!