Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା କାଲିଠାରୁ ମେ’ ୨ ତାରିଖ ଯାଏ କଲେଜ ଓ ୟୁନିଭର୍ସିଟି କ୍ଲାସ ବନ୍ଦ

by ସଞ୍ଜୟ ସ୍ୱାଇଁ
April 26, 2022
in Education, State
ଆସନ୍ତା କାଲିଠାରୁ  ମେ’ ୨ ତାରିଖ ଯାଏ କଲେଜ ଓ ୟୁନିଭର୍ସିଟି କ୍ଲାସ ବନ୍ଦ
34
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତାକାଲିଠାରୁ କଲେଜ ଯିବେ ନାହିଁ ଛାତ୍ରଛାତ୍ରୀ। କାଲିଠାରୁ ମେ’ ୨ ତାରିଖ ଯାଏ କଲେଜ ଓ ୟୁନିଭର୍ସିଟିରେ କ୍ଲାସ ରୁମ୍‌ରେ ପଠା ପଢ଼ାହେବ ନାହିଁ। ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କାଲିଠାରୁ ୟୁଜି/ପିଜି କ୍ଲାସକୁ ବନ୍ଦ କରାଯାଇଛି। ଉଚ୍ଚଶିକ୍ଷା ବିଭାଗର ପକ୍ଷରୁ ଏହି ନିଷ୍ପତ୍ତି ନିଆ ଯାଇଛି। ଆଜିଠାରୁ ୫ ଦିନ ପର୍ୟ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବନ୍ଦ ରହିବ ବୋଲି ଘୋଷଣା କରାଯାଇଥିଲା। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ଦେଖି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଥିଲା। ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ ଓ +୨ ପରୀକ୍ଷା ଚାଲୁ ରହିବ। ରାଜ୍ୟରେ ଆଉ ୪ରୁ ୫ ଦିନ ପ୍ରଚଣ୍ଡ ତାତି ଲାଗି ରହିବ। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୧ରୁ ୨ ଡିଗ୍ରୀ ବଢ଼ିପାରେ। ମାତ୍ର ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ହିଟ୍ ୱେଭର ସମ୍ଭାବନା ନାହିଁ। ଏହି ସମୟରେ ଘଡ଼ଘଡ଼ି ସହ ଯେଉଁ ବର୍ଷା ହୋଇଥାଏ, ତାହା ମଧ୍ୟ କମ୍ ରହିଛି। ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଆଗାମୀ ୫ ଦିନ ଯାଏ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଇଏମ୍‌ଡି ଡିଜି ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!