Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼: ପୋଲିସ ବିଭାଗରେ ଗଡିଲା ମୁଣ୍ଡ

by ସଞ୍ଜୟ ସ୍ୱାଇଁ
January 7, 2020
in Breaking, Nayagarh, State
ନୟାଗଡ଼: ପୋଲିସ ବିଭାଗରେ ଗଡିଲା ମୁଣ୍ଡ
33
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ରାଜ୍ୟ ସରକାରଙ୍କର ମୋ ସରକାର ଓ ୫-ଟି ଯୋଜନାରେ ନୟାଗଡ଼ ପୋଲିସ ବିଭାଗରେ ଗଡିଛି ଆଉ ଏକ ମୁଣ୍ଡ । ଦଶପଲ୍ଲା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ମଧ୍ୟଖଣ୍ଡ ଫାଣ୍ଡିରେ କାର୍ଯ୍ୟରତ ଏଏସ୍ଆଇ ରମେଶ କୁମାର ସାହୁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା, ବିଭିନ୍ନ ପ୍ରକାରର ଅଭିଯୋଗ, ଦୁର୍ନୀତିର ଛାପ ପରି ଅନେକ ଅଭିଯୋଗ ଫର୍ଦ୍ଦ ତାଙ୍କ ନାମରେ ଥିଲା । ଏହି ଆଧାରରେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଶଷୀଭୂଷଣ ଶତପଥୀ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଥିବା ଜଣାପଡିଛି । ଏହି ବିଭାଗରେ କାର୍ଯ୍ୟରତ ଅନେକ ଅଧିକାରୀ ରାଜ୍ୟ ସରକାରଙ୍କ ୫-ଟି ସ୍ଥାନରେ ଥିବା ଜଣାପଡିଛି । କେଉଁ ମୁହୂର୍ତ୍ତରେ କାହାର ପାଳି ପଡିବ ଏହା ସମୟ କହିବ ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!