Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେମିଫାଇନାଲରେ ସତ୍ୟ ନାରାୟଣ ଯୁବକ କ୍ଲବ ବିଜୟୀ

by ସଞ୍ଜୟ ସ୍ୱାଇଁ
January 9, 2020
in Sports
ସେମିଫାଇନାଲରେ ସତ୍ୟ ନାରାୟଣ ଯୁବକ କ୍ଲବ ବିଜୟୀ
40
VIEWS
Share on FacebookShare on Twitter

ରାଜ୍ୟସ୍ତରୀୟ ଫୁଟବଲ ଟୁନାମେଣ୍ଟ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଅନ୍ତର୍ଗତ ଗୋଳାପୋଖରୀଠାରେ ଆଞ୍ଚଳିକ ସ୍ପୋର୍ଟ କ୍ଲବ ଦ୍ୱାରା ଆୟୋଜିତ ରାଜ୍ୟ ସ୍ତରୀୟ ଫୁଟବଲ ଟୁନାମେଣ୍ଟର ପ୍ରଥମ ସେମିଫାଇନାଲରେ ଆଜି ସତ୍ୟନାରୟଣ ଯୁବକ କ୍ଲବ ବାଲୁଗାଁ ୧-୦ ଗୋଲରେ ପତିପପାବନ ସଂଘ ଫୁଟବଲ କ୍ଲବ ବ୍ରହ୍ମପୁରକୁ ପରାଜିତ କରିଛି । ବିଜୟୀ ଦଳର ୧୦ନଂ ଜର୍ସି ଖେଳର ପ୍ରଥମାର୍ଦ୍ଧରେ ଗୋଟିଏ ଗୋଲ ଦେଇ ମ୍ୟନ ଅଫ ଦି ମ୍ୟାଚ ଘୋଷିତ ହୋଇଛନ୍ତି । ଏହି ଅବସରରେ ଆଜିର ମୁଖ୍ୟ ଅତିଥି ସମାଜସେବୀ ଜଗନ୍ନାଥ ବାରିକ ତାଙ୍କୁ ପୁରସ୍କୃତ କରିଛନ୍ତି । ଆଜିର ଖେଳରେ ସମବାୟବିତ ବିଜୟ କୁମାର ସାମନ୍ତରାୟ ଭାସ୍ୟକାର ଦାୟିତ୍ୱ ଗ୍ରହଣ କରିଥିବା ବେଳେ ମୁଖ୍ୟ ରେଫରୀ ଭାବେ ଏମ.ଏସ ସେଗ ମ୍ୟାଚ ପରିଚାଳନା କରିଥିଲେ । ତାଙ୍କୁ ରବି ନାରାୟଣ ମହାରଣା ଏବଂ ଶୁଶାନ୍ତ ମିଶ୍ର ସହଯୋଗ କରିଥିଲେ ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!