Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାରଳା ବିଶ୍ୱଭାଷା ପଦଯାତ୍ରା

by ସଞ୍ଜୟ ସ୍ୱାଇଁ
January 10, 2020
in Lifestyle
ସାରଳା ବିଶ୍ୱଭାଷା ପଦଯାତ୍ରା
39
VIEWS
Share on FacebookShare on Twitter

ଦେଖନ୍ତୁ ଭିଡିଓ

ନୟାଗଡ଼,(ବାଘୁଆବାର୍ତ୍ତା): ଏମବିସି ଟିଭି ପକ୍ଷରୁ ନୟାଗଡରେ ଅନୁଷ୍ଠିତ ହୋଇଯାଇଛି ସାରଳା ବିଶ୍ୱଭାଷା ପଦଯାତ୍ରା । ଓଡିଆ ଭାଷାର ସୁରକ୍ଷା, ପ୍ରଚାର, ପ୍ରସାର ସହ ସାରଳା ମହାଭାରତ ଏବଂ ଜଗନ୍ନାଥ ସଂକୃତିକୁ ବିଶ୍ୱ ସ୍ତରରେ ପହଞ୍ଚାଇବା ଲକ୍ଷ ନେଇ ଅନୁଷ୍ଠିତ ଏହି ପଦଯାତ୍ରାକୁ ନୟାଗଡ଼ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦିଲ୍ଲୀପ ସାହାଣି ସମାଜସେବୀ ପ୍ରମୋଦ ପଟ୍ଟନାୟକ ପ୍ରମୂଖ ଉଦଘାଟନ କରିଥିଲେ । ଏମବିସି ଟିଭିର ନୟାଗଡ ଜିଲ୍ଲା ପ୍ରତିନିଧି ମହେଶ ମିଶ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ପଦଯାତ୍ରା ନୟାଗଡ ଜିଲ୍ଲାପାଳଙ୍କ କାର୍ଯ୍ୟଳୟଠାରୁ ପୈ÷ାର କାର୍ଯ୍ୟାଳୟ ଯାଏଁ ଯାଇଥିଲା । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ଜେନୁଇନ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀ ଓ ଅଧ୍ୟାପକ, ଅଧ୍ୟାପିକାମାନେ ଯୋଗ ଦେଇଥିଲେ । ଓଡିଆ ଭାଷାର ବିକାଶ ପାଇଁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବିଭିନ୍ନ ବର୍ଗର ଜନସାଧାରଣ ସ୍ୱାଗତ କରିଛନ୍ତି ।

http://baghuabarta.com/backup/wp-content/uploads/2020/01/VID_20200110_100121.mp4
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!