Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଡ଼କ ସୁରକ୍ଷା ସପ୍ତାହ ପାଳିତ

by ସଞ୍ଜୟ ସ୍ୱାଇଁ
January 11, 2020
in Lifestyle
ସଡ଼କ ସୁରକ୍ଷା ସପ୍ତାହ ପାଳିତ
27
VIEWS
Share on FacebookShare on Twitter

ଦେଖନ୍ତୁ ଭିଡିଓ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଆଂଚଳିକ ପରିବହନ କାର୍ଯ୍ୟାଳୟ ଏବଂ ଘରୋଇ ବସ ମାଲିକ ସଂଘ ମିଳିତ ଆନୁକୂଲ୍ୟରେ ୩୧ତମ ସଡ଼କ ସୁରକ୍ଷା ସପ୍ତାହ ଉଦ୍ଘାଟିତ ହୋଇଯାଇଛି । ଏହି ଅବସରରେ ନୟାଗଡ଼ ଟ୍ରାଫିକ ଛକଠାରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ଶଶୀଭୂଷଣ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି, ଉପଜିଲ୍ଲାପାଳ ତଥା ଆଂଚଳିକ ପରିବହନ ଅଧିକାରୀ ଲଗ୍ନଜିତ ରାଉତ ଯୋଗ ଦେଇଥିଲେ ।

୧୧ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ସଡ଼କ ସୁରକ୍ଷା ସପ୍ତାହରେ ସାରା ଜିଲ୍ଲାରେ ସଚେତନତା ସୃଷ୍ଟି କରିବା ପାଇଁ ସଚେତନତା ରଥକୁ ଆଜି ଅତିଥିମାନେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଟ୍ରାଫିକ ଛକରେ ହେଲମେଟ ଧାରୀଙ୍କୁ ଗୋଲାପ ଫୁଲ ସହ ସଚେତନତା ପୁସିଙ୍ଗ କାଡ଼ ଦେଇ ସମ୍ବର୍ଦ୍ଧନା ଜଣାଇଥିବା ବେଳେ ବିନାହେଲମେଟ ଧାରୀଙ୍କ ଆଂଚଳିକ ପରିବହନ ବିଭାଗର ପକ୍ଷରୁ ଜୋରିମାନା ଆଦାୟ କରାଯାଇଥିଲା । ଆରକ୍ଷୀ ଅଧିକ୍ଷକ ଆଜିଠାରୁ କଡ଼ାକଡ଼ି ଭାବେ ହେଲେମେଟ ଚେଂକି ଚାଲିବ ବୋଲି ଘୋଷଣା କରିଛନ୍ତି । ସଚେତନତା ପାଇଁ ଏକ ମଟରସାଇକେଲ ଶୋଭାଯାତ୍ରା କରାଯିବ ବୋଲି ଉପଜିଲ୍ଲାପାଳ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଆଂଚଳିକ ପରିବହନ ବିଭାଗର କର୍ମଚାରୀ, ଘରୋଇ ବସ ମାଲିକ ସଂଘ କର୍ମକର୍ତ୍ତା, ବରିଷ୍ଠ ନାଗରିକଙ୍କ ସମେତ ସହରର ବହୁ ବୁଦ୍ଧିଜିବୀ ଯୋଗ ଦେଇଥିଲେ ।

http://baghuabarta.com/backup/wp-content/uploads/2020/01/InShot_20200111_160941716.mp4
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!