Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିକଅପ ଭ୍ୟାନ ସହ ୭ କୁଇଣ୍ଟାଲ ଗୋମାଂସ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
May 12, 2022
in Crime, State
ପିକଅପ ଭ୍ୟାନ ସହ ୭ କୁଇଣ୍ଟାଲ ଗୋମାଂସ ଜବତ, ୨ ଗିରଫ
75
VIEWS
Share on FacebookShare on Twitter

ନିଆଳି, (ବାଘୁଆବାର୍ତ୍ତା): ଫୁଲନଖରା-ନିଆଳି ରାସ୍ତାରୁ ପିକଅପ ଭ୍ୟାନ ସହ ୭ କୁଇଣ୍ଟାଲ ଗୋମାଂସ ଜବତ କରିଛି ଓଲଟ ପୁର ପୋଲିସ । ଏହି ବେଆଇନ ଗୋମାଂସ ସହ ଚାଲାଣରେ ସଂପୃକ୍ତ ଡ୍ରାଇଭର ଓ ବେପାରୀଙ୍କୁ ଓଲଟ ପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ ମଧ୍ୟ କରିଛି ଜ୍ଝ ପୋଲିସ ଏକ ମାମଲା ରୁଜୁ କରି ଗାଡ଼ି ଡ୍ରାଇଭର ସେଖ୍ ଅସରାଫ ଓ ବ୍ୟବସାୟୀ ସାହାରୁଖ ଖାଁକୁ ଗିରଫ କରିଛି । ଦିର୍ଘ ଦିନ ହେବ ଏହି ରାସ୍ତା ଦେଇ ନିଆଳି, ଅଥଙ୍ଗା, ଚାରିଛକ କାକଟ ପୁର ଆଦି ଅଞ୍ଚଳରୁ ବେଆଇନ ଗୋରୁ ଓ ଗୋମାଂସ ଚାଲାଣ ଅଭିଯୋଗ ହୋଇଆସୁଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!