Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିବାଡ଼ି ବିବାଦରୁ ଭାଇକୁ ହାଣି ଦେଲେ ସାବତ ଭାଇ ଏବଂ ସାବତ ମାଆ

by ସଞ୍ଜୟ ସ୍ୱାଇଁ
May 12, 2022
in Crime, State
ଜମିବାଡ଼ି ବିବାଦରୁ ଭାଇକୁ ହାଣି ଦେଲେ ସାବତ ଭାଇ ଏବଂ ସାବତ ମାଆ
42
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇକୁ ହାଣି ଦେଲେ ସାବତ ଭାଇ ଏବଂ ସାବତ ମାଆ । ଗୁରୁତର ଅବସ୍ଥାରେ ଯୁବକଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଭଳି ଏକ ଘଟଣା ଘଟିଛି ବାଲିପାଟଣା ଥାନା ସରାଟ ଗ୍ରାମରେ । ଆକ୍ରମଣକାରୀ ସାବତ ଭାଇ ଦେବେନ୍ଦ୍ର ବେହେରା ଏବଂ ସାବତ ମାଆଙ୍କୁ ବାଲିପାଟଣା ପୋଲିସ୍ ଗିରଫ କରିଛି । ସରାଟ ଗ୍ରାମର ସଂଜୟ ବେହେରା ଆଜି ସକାଳୁ ଖାଇବା ପରେ ହାତ ଧୋଉଥିଲେ । ଏହି ସମୟରେ ସଂଜୟଙ୍କର ସାବତ ଭାଇ ଦେବେନ୍ଦ୍ର ତାଙ୍କ ମୁଣ୍ଡକୁ କଟୁରୀରେ ହାଣି ଦେଇଥିଲା । ଏହା ସହ ସଂଜୟଙ୍କର ସାବତ ମାଆ ମଧ୍ୟ କୌଣସି ଏକ ଅସ୍ତ୍ରରେ ସଂଜୟଙ୍କୁ ଆକ୍ରମଣ କରିଥିଲେ । ଆକ୍ରମଣରେ ସଂଜୟ ଲହୁଲୁହାଣ ହୋଇପଡ଼ିଥିଲେ । ସଂଗେ ସଂଗେ ତାଙ୍କୁ ବାଲିପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ସଂଜୟଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍‌ ସ୍ଥାନାନ୍ତର କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!