Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତାରେ ଓଲଟିଲା ବିୟର ବୋଝେଇ ଗାଡ଼ି

by ସଞ୍ଜୟ ସ୍ୱାଇଁ
May 12, 2022
in Accident, State
ରାସ୍ତାରେ ଓଲଟିଲା ବିୟର ବୋଝେଇ ଗାଡ଼ି
50
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ରାସ୍ତା ମଝିରେ ଓଲଟିଲା ବିଦେଶୀ ମଦ ବୋଝେଇ ଗାଡି । ଦୁର୍ଘଟଣାଗ୍ରସ୍ତ ଗାଡିରୁ ପେଟେ ପେଟି ମଦ ବୋହିନେଲେ ଲୋକେ। ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ ଛେଳିପଦର ମୁଖ୍ୟ ରାସ୍ତାରେ ଦେଖିବାକୁ ମିଳିଛି ଏପରି କିଛି ଦୃଶ୍ୟ । ଭାରସାମ୍ୟ ହରାଇ ଗାଡିଟି ଦୁର୍ଘଟଣା ହେବ ପରେ ଏପରି ଦେଖିବାକୁ ମିଳିଥିଲା । ଖବର ଅନୁଯାୟୀ, କୋଷାଗୁମୁଡା ବ୍ଲକ ସନ୍ତୋଷପୁରରେ ଥିବା ବିଦେଶୀ ମଦ ଭାଟିକୁ ବିୟର ନେଇ ଆସୁଥିବା ଗାଡି ଛେଳିପଦର ଗାଁ ନିକଟରେ ଭାରସାମ୍ୟ ହରାଇ ଗାଡିଟି ଓଲଟି ପଡିଥିଲା । ଗାଡ଼ିରେ ଥିବା ପେଟି ପେଟି ବିୟର ମଦ ବୋତଲ ଭାଙ୍ଗି ରାସ୍ତାରେ ଭାସିଥିଲା । କିଛି ସମୟ ପାଇଁ ରାସ୍ତାରେ ମଦର ବନ୍ୟା ଦେଖିବାକୁ ମିଳିଥିଲା । ଏହା ଜାଣିବା ପରେ ସ୍ଥାନୀୟଲୋକେ ଦୁର୍ଘଟଣା ଘଟିଥିବା ସ୍ଥାନରେ ପହଞ୍ଚି ବିୟର ପେଟି ଟେକି ନେଇଥିଲେ । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇଁ ସନ୍ତୋଷପୁର ବିଦେଶୀ ମଦ ଦୋକାନର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ବଳିଥିବା ମଦ ବୋତଲ ଗୋଟାଇ ନିଜ ଗାଡ଼ିରେ ଦୋକାନକୁ ନେଇଥିବାର ଦେଖିବାକୁ ମିଳିଥିଲା । ଅନ୍ୟପଟେ ଏହି ଖବର ପାଇ କୋଷାଗୁମୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗାଡିକୁ ଜବତ କରି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!