Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ, ଜୁନ ୧୦ରେ ଓଡିଶାର ୩ ଆସନ ପାଇଁ ମତଦାନ

by ସଞ୍ଜୟ ସ୍ୱାଇଁ
May 12, 2022
in State
ରାଜ୍ୟସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ, ଜୁନ ୧୦ରେ ଓଡିଶାର ୩ ଆସନ ପାଇଁ ମତଦାନ
93
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ । ଓଡିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଓଡିଶା ସମେତ ୧୫ ରାଜ୍ୟର ମୋଟ ୫୭ ଆସନ ପାଇଁ ହେବ ନିର୍ବାଚନ । ଜୁନ ୨୧ରୁ ଅଗଷ୍ଟ ଏକ ତାରିଖରେ ମଧ୍ୟରେ ଏହି ସବୁ ଆସନ ଖାଲି ହେବାକୁ ଯାଉଛି। ଜୁନ ୧୦ରେ ତିନୋଟି ଆସନ ପାଇଁ ହେବ ମତଦାନ । ସକାଳ ୯ଟାରୁ ଅପରାହ୍ଣ ୪ଟା ଯାଏଁ ହେବ ମତଦାନ। ଓଡ଼ିଶା ସମେତ ୧୫ଟି ରାଜ୍ୟରେ ହେବ ନିର୍ବାଚନ । ଜୁଲାଇ ୧ରେ ସରୁଛି ଓଡ଼ିଶାର ୩ ସାଂସଦଙ୍କ କାର୍ୟ୍ୟକାଳ। ଏନ.ଭାଷ୍କର ରାଓ, ସସ୍ମିତ ପାତ୍ର ଏବଂ ପ୍ରସନ୍ନ ଆଚାର୍ୟ୍ୟଙ୍କ କାର୍ୟ୍ୟକାଳ ଶେଷ ହେଉଛି। ତେବେ ମେ’ ୨୪ରେ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ମେ ୨୪ରେ ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି। ନାମାଙ୍କନ ଦାଖଲର ଶେଷ ତାରିଖ ମେ ୩୧ । ଜୁନ ୧ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ଜୁନ ୩ ପ୍ରାର୍ଥୀପତ୍ର ପତ୍ୟାହାରର ଶେଷ ତାରିଖ। ଏହାପରେ ଜୁନ ୧୦ରେ ଏହି ସବୁ ଆସନ ପାଇଁ ମତଦାନ ହେବ। ଏହାପରେ ଜୁନ ୧୦ ତାରିଖ ସଂଧ୍ୟା ୫ଟା ପରେ ଭୋଟ ଗଣନା ଆରମ୍ଭ ହେବ । ତେବେ ଜୁନ ୧୩ ତାରିଖର ପୂର୍ବରୁ ନିର୍ବାଚନର ସମସ୍ତ ପ୍ରକ୍ରିୟା ଶେଷ କରାଯିବ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!