Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କମ୍ବିଂ ଅପରେସନ ବେଳେ ଜଙ୍ଗଲରୁ ରବର ବୁଲେଟ ବନ୍ଧୁକ ଓ ୪୦ କେଜି ଜିଲେଟିନ ଜବତ

by ସଞ୍ଜୟ ସ୍ୱାଇଁ
May 12, 2022
in Crime, State
କମ୍ବିଂ ଅପରେସନ ବେଳେ ଜଙ୍ଗଲରୁ ରବର ବୁଲେଟ ବନ୍ଧୁକ ଓ  ୪୦ କେଜି ଜିଲେଟିନ ଜବତ
75
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): କୋରାପୁଟ ଥାନା ନାରାୟଣପାଟଣା ଥାନା ପାଚିଂ ଜଙ୍ଗଲରେ ନାରାୟଣପାଟରା ପୋଲିସ ,ଡିଭିଏଫ ଓ ବିଏସଏଫର ମିଳିତ କମ୍ବିଂ ଅପରେସନ ବେଳେ ଜଙ୍ଗଲରୁ ରବର ବୁଲେଟ ବନ୍ଧୁକ ଓ ୪୦ କେଜି ଜିଲେଟିନ ଜବତ କରାଯାଇଛି। ମାଓବାଦୀମାନେ ପୋଲିସକୁ ଟାର୍ଗେଟ କରି ଜଙ୍ଗଲ ଭିତରେ ରବର ବନ୍ଧୁକ ଓ ଜିଲେଟିନ ଗଚ୍ଛିତ କରି ରଖିଥିଲେ। କମ୍ବିଂ ଅପରେସନ ବେଳେ ଏହା ଜବତ ହୋଇଛି।କୋରାପୁଟ ଏସପି ବରୁଣ ଗୁଣ୍ଠପାଲି ଏ ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!