Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ସରକାରଙ୍କ କ୍ଷେତ୍ରରେ ପୁରୀର ଅନେକ ବିକାଶ ହୋଇଛି:ବିଜେପି ବିଧାୟକ

by ସଞ୍ଜୟ ସ୍ୱାଇଁ
May 12, 2022
in State
ରାଜ୍ୟ ସରକାରଙ୍କ କ୍ଷେତ୍ରରେ ପୁରୀର ଅନେକ ବିକାଶ ହୋଇଛି:ବିଜେପି ବିଧାୟକ
161
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଗୋଟିଏ ପରେ ବିଜେପିର କିଛି ନେତା ହାଇଡ୍ରାମା କରୁଥିବା ବେଳେ ପୁରୀର ବିଜେପି ବିଧାୟକ ଜୟନ୍ତ ଷଡ଼ଙ୍ଗୀ ତାଙ୍କୁ କଡ଼ା ଜବାବ୍ ଦେଇଛନ୍ତି । ପରିକ୍ରମା ପ୍ରକଳ୍ପ ସପକ୍ଷରେ ବାହାରିଛନ୍ତି ବିଜେପି ବିଧାୟକ ଜୟନ୍ତ ଷଡ଼ଙ୍ଗୀ । ରାଜ୍ୟ ସରକାରଙ୍କ କ୍ଷେତ୍ରରେ ପୁରୀର ଅନେକ ବିକାଶ ହୋଇଛି । ଏବଂ ଆହୁରୀ ବିକାଶ ପଥେ ଆଗେଇ ଚାଲିଛି । ପୁରୀ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଆରମ୍ଭ ଦିନ ଠାରୁ ମୁଁ ସଂପୂର୍ଣ୍ଣ ସହଯୋଗ କରି ଆସିଛି । ତେଣୁ ବିକାଶ କ୍ଷେତ୍ରରେ ବାଧା ସୃଷ୍ଟି କରିବା ଠିକ୍ ନୁହେଁ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସିଧା ସିଧା କହିଛନ୍ତି ବିଜେପି ବିଧାୟକ ଜୟନ୍ତ ଷଡ଼ଙ୍ଗୀ । ବର୍ଷା ଦିନ ପୂର୍ବରୁ ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ସାରିବାକୁ ଦାବି କରିଛନ୍ତି । ପୁରୀର ବିକାଶ ସାଂସଦ ପ୍ରାର୍ଥି ସମ୍ବିତ୍ ପାତ୍ରଙ୍କ ଦେହରେ ଯାଉନଥିବା ଜଣାପଡିଛି । ଯେତେ ବେଳେ ବିକାଶର କାର୍ଯ୍ୟ ଆରମ୍ଭ ହେଉଛି ସେତେବେଳେ ବିଜେପି ଦଳର ରାଷ୍ଟ୍ରିୟ ପ୍ରବକ୍ତା ସମ୍ବିତ୍ ପାତ୍ର ଏହାକୁ ରୋକିବା ପାଇଁ ହାଇଡ୍ରାମା କରୁଥିବା ନଜିର୍ ରହିଛି ତେଣୁ ପୁରୀବାସୀ ଏହାକୁ ଜାଣିବା ପରେ କାଳି ମାଡ଼ କରିଥିବା ମଧ୍ୟ ଜଣାପଡିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!