Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲ ଖଞ୍ଜିଥିଲେ ୫ କିଲୋ ଓଜନର ପ୍ରେସର କୁକର ବୋମା

by ସଞ୍ଜୟ ସ୍ୱାଇଁ
May 13, 2022
in Crime, State
ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲ ଖଞ୍ଜିଥିଲେ ୫ କିଲୋ ଓଜନର ପ୍ରେସର କୁକର ବୋମା
59
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲ ଖଞ୍ଜିଥିଲେ ୫ କିଲୋ ଓଜନର ପ୍ରେସର କୁକର ବୋମା। ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଯବାନଙ୍କୁ ଟାର୍ଗେଟ କରିବା ପାଇଁ ନକ୍ସଲ କରିଥିଲେ ଏକ ବଡ଼ ଯୋଜନା। ହେଲେ ଅଳ୍ପଳେ ବର୍ତ୍ତିଲେ ସୁରକ୍ଷା ଯବାନ। ବିଜାପୁରରେ ଯବାନଙ୍କୁ ଟାର୍ଗେଟ କରିବା ପାଇଁ ବଡ଼ ଧରଣର ଯୋଜନା କରିଥିଲେ ନକ୍ସଲ। ମାଟିତଳେ ଖଞ୍ଜିଥିଲେ ପ୍ରେସର କୁକର ବୋମା। ୧୬୫ ସିଆରପିଏଫ୍ ବାଟାଲିୟନର ଯବାନମାନେ ପାମମଲାର ବାଙ୍ଗେଲି ନିକଟରେ ନିର୍ମାଣାଧୀନ ଏକ ବ୍ରିଜକୁ ସୁରକ୍ଷା ଦେବାକୁ ଯିବା ବେଳେ ନକ୍ସଲମାନେ ଖଞ୍ଜିଥିବା ୫ କିଲୋ ଓଜନର ପ୍ରେସର କୁକର ବୋମାକୁ ଠାବ କରିଥିଲେ। ବୋମା ନିଷ୍କ୍ରିୟ ଦଳ ଘଟଣାସ୍ଥଳରେ ପହଞ୍ଚି ବୋମାକୁ ନିଷ୍କ୍ରିୟ କରିଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!