Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ ରାସ୍ତାତଳକୁ ଓଲଟିଲା ବରଯାତ୍ରୀ ଗାଡ଼ି, ୬ ଆହତ ଓ ୩ ଗୁରୁତର

by ସଞ୍ଜୟ ସ୍ୱାଇଁ
May 13, 2022
in Accident, State
ଭାରସାମ୍ୟ ହରାଇ ରାସ୍ତାତଳକୁ ଓଲଟିଲା ବରଯାତ୍ରୀ ଗାଡ଼ି, ୬ ଆହତ ଓ ୩ ଗୁରୁତର
30
VIEWS
Share on FacebookShare on Twitter

ରାଇରଙ୍ଗପୁର, (ବାଘୁଆବାର୍ତ୍ତା): ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଜାତଳା ଛକ ନିକଟରେ ଏକ ବରଯାତ୍ରୀ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୬ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆଜି ସକାଳେ ବରଯାତ୍ରୀଙ୍କୁ ନେଇ ଗାଡ଼ିଟି ରାଇରଙ୍ଗପୁର ନିକଟ ଟେଣ୍ଟପୋଷି ଗାଁରୁ ବଙ୍ଗରିପୋଷି ଅଞ୍ଚଳ କୁସୁମବନ୍ଦ ଗାଁକୁ ଆସୁଥିଲା। ଏହି ସମୟରେ ବିଜାତଳା ଛକ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାତଳକୁ ଓଲଟି ପଡ଼ିଥିଲା। ଗାଡ଼ିରେ ୧୩ ଜଣ ଥିଲେ। ଦୁର୍ଘଟଣା ପରେ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା। ପୁଲିସ ପହଞ୍ଚି ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!