Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଛରେ ବାଇକ ପିଟି ହୋଇ ଜଣେ ମୃତ ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
May 13, 2022
in Accident, State
ଗଛରେ ବାଇକ ପିଟି ହୋଇ ଜଣେ ମୃତ ଜଣେ ଗୁରୁତର
20
VIEWS
Share on FacebookShare on Twitter

କରଞ୍ଜିଆ, (ବାଘୁଆବାର୍ତ୍ତା): ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍। ଗତକାଲି ବିଳମ୍ଵିତ ରାତିରେ ମୟୂରଭଞ୍ଜ କରଞ୍ଜିଆ ଥାନା ଅନ୍ତର୍ଗତ ନେଡୁଆପାଳ ନିକଟରେ ଏକ ବାଇକ୍ ଗଛରେ ପିଟି ହୋଇଛି। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ କରଞ୍ଜିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା କରିବା ପରେ ତାଙ୍କୁ କେନ୍ଦୁଝର ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ତେବେ ମୃତ ବ୍ୟକ୍ତିଙ୍କ ଜଣଙ୍କ ହେଉଛନ୍ତି କରଞ୍ଜିଆ ଥାନା ଅନ୍ତର୍ଗତ ଝଲକିଆଣି ଗାଁର ବିକାଶ ନାଏକ। ସେହିପରି ଗୁରୁତର ବ୍ୟକ୍ତି ଜଣଙ୍କ ଘର ଝାଡ଼ଖଣ୍ଡ ରାଜ୍ୟର ମଝିଙ୍ଗା ଥାନା ଅନ୍ତର୍ଗତ କୁଳିପୋଷି ଗାଁର ଅବିନାଶ ନାଏକ ବୋଲି ଜଣା ପଡ଼ିଛି। ଘଟଣାସ୍ଥଳରେ କରଞ୍ଜିଆ ପୋଲିସ ପହଁଚି ତଦନ୍ତ ଚଳାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!