Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫାଇନାନ୍ସ କମ୍ପାନୀର ଜୁଲମ ସହିନପାରି ମହିଳାଙ୍କ ଆତ୍ମହତ୍ୟା ଅଭିଯୋଗ

by ସଞ୍ଜୟ ସ୍ୱାଇଁ
May 13, 2022
in Crime, State
ଫାଇନାନ୍ସ କମ୍ପାନୀର ଜୁଲମ  ସହିନପାରି ମହିଳାଙ୍କ ଆତ୍ମହତ୍ୟା ଅଭିଯୋଗ
68
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ସୀମା ଟପିଲା ଫାଇନାନ୍ସ କମ୍ପାନୀର ଜୁଲମ ଜ୍ଝ ଜୁଲମ ସହିନପାରି ମହିଳାଙ୍କ ଆତ୍ମହତ୍ୟା ଅଭିଯୋଗ । ମୃତକ ହେଲେ ଗଞ୍ଜାମ ପୋଡ଼ାପଦର ଗ୍ରାମର ଅଙ୍ଗନବାଡ଼ି କର୍ମୀ ସୁଭାସିନୀ ପଣ୍ଡା । ୫ ଦିନ ହେଲା ନିଖୋଜ ଥିଲେ ସୁଭାସିନୀ । ପୋଡାପଦର ଗ୍ରାମ ନିକଟରେ ଥିବା ଏକ କାଜୁ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ଘଟଣାରେ ଛତ୍ରପୁର ପୋଲିସର ତଦନ୍ତ ଜାରି ରହିଛି । ଗତ ୧୧ ତାରିଖ ଦିନ ଏକ ଫାଇନାନ୍ସ କମ୍ପାନୀ ନାଁରେ ଥାନାରେ ଏତେଲା ଦେଇଥିଲେ ପରିବାର ଏବଂ ଗ୍ରାମବାସୀ । ଫାଇନାନ୍ସ କମ୍ପାନୀ ଋଣ ଦେବା ପରେ ଋଣ ଶୁଝିବା ପାଇଁ ବାଧ୍ୟ କରୁଥିବା ଅଭିଯୋଗ ହୋଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!