Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନ୍ୟାୟ ପାଇଁ ଏସପିଙ୍କ କାର୍ୟ୍ୟାଳୟ ଆଗରେ ଧାରଣାରେ ବସିବା ପରେ ଆତ୍ମାହୁତି ଉଦ୍ୟମ କଲେ ଅଗ୍ନିବିପନ୍ନ

by ସଞ୍ଜୟ ସ୍ୱାଇଁ
May 13, 2022
in State
ନ୍ୟାୟ ପାଇଁ ଏସପିଙ୍କ କାର୍ୟ୍ୟାଳୟ ଆଗରେ ଧାରଣାରେ ବସିବା ପରେ ଆତ୍ମାହୁତି ଉଦ୍ୟମ କଲେ ଅଗ୍ନିବିପନ୍ନ
71
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ସୂଚନା ଅନୁଯାୟୀ ଭଦ୍ରକ ଗବସାହି ଠାରେ ଗତ ଏପ୍ରିଲ ମାସ ୧୪ ତାରିଖରେ ସୁଦର୍ଶନ ଦାସ ଘର ପୋଡି ପାଉଁଶ ହୋଇଯାଇଥିଲା । ଏହି ଘର ପୋଡି ତାଙ୍କ ପଡୋଶୀ ପରିବାରର ଲୋକେ ଜାଣି ଶୁଣି ନିଆଁ ଲଗାଇଥିବା ନେଇ ଅଭିଯୋଗ କରିଥିଲେ ।ଏପରିକି ଅପରପକ୍ଷେଙ୍କ ପକ୍ଷରୁ ଥାନାରେ ମଧ୍ୟ ଅଭିଯୋଗ ହୋଇଥିଲା ।ଟାଉନ ପୋଲିସ ପକ୍ଷରୁ ଅଗ୍ନିବିପନ୍ନ ସୁଦର୍ଶନ ଦାସଙ୍କ ପରିବାରକୁ ଥାନାକୁ ଡାକି ତାଙ୍କ ପୁଅକୁ ଗିରଫ କରିବାରୁ ପ୍ରଥମେ ଟାଉନ ଥାନା ଆଗରେ ପରିବାର ପକ୍ଷରୁ ଧାରଣା ଦିଆଯାଇଥିଲା । ପରେ ପରିବାର ଲୋକମାନେ ନ୍ୟାୟ ପାଇଁ ଏସପିଙ୍କ କାର୍ୟ୍ୟାଳୟ ଆଗରେ ଧାରଣାରେ ବସିଥିଲେ । ପରେ ପରିବାର ଲୋକେ ଗିରଫଦାରୀକୁ ବିରୋଧ କରି ଏସପିଙ୍କ କାର୍ୟ୍ୟାଳୟ ସମ୍ମୁଖରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ । ତେବେ ଭଦ୍ରକ ପୋଲିସ ପରିବାରର ୪ ଜଣଙ୍କୁ ଅଟକ ରଖିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!