Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ୟାଙ୍କରୁ ୧ ଲକ୍ଷ ଟଙ୍କା ଉଠାଇ ଘରକୁ ଫେରୁଥିବା ବେଳେ ଲୁଟି ନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
May 13, 2022
in Crime, State
ବ୍ୟାଙ୍କରୁ ୧ ଲକ୍ଷ ଟଙ୍କା ଉଠାଇ ଘରକୁ ଫେରୁଥିବା ବେଳେ ଲୁଟି ନେଲେ ଦୁର୍ବୃତ୍ତ
89
VIEWS
Share on FacebookShare on Twitter

ଜୟପୁର, (ବାଘୁଆବାର୍ତ୍ତା): ଜୟପୁରରେ ପୁଣିଥରେ ଲୁଟେରାଙ୍କ ଆତଙ୍କ। ବ୍ୟାଙ୍କରୁ ୧ ଲକ୍ଷ ଟଙ୍କା ଉଠାଇ ଘରକୁ ଫେରୁଥିବା ସମୟରେ ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେଲେ ଦୁର୍ବୃତ୍ତ। ଲୁଟର ଶିକାର ହୋଇଥିବା ବ୍ୟକ୍ତି ହେଲେ ଜୟପୁର ଜୟନଗରର ପି.ସୁଦର୍ଶନ ରାଓ। ସ୍ଥାନୀୟ ଆଇସିସି ବ୍ୟାଙ୍କରୁ ଟଙ୍କା ଉଠାଇ ଫେରିରୁଥିବା ବେଳେ ଏପରି ଘଟଣା ଘଟିଛି । ଜୟପୁର ଟାଉନ ଥାନାରେ ଏନେଇ ମାମଲା ହୋଇଛି । ଘଟଣାରେ ପୋଲିସ ଛାନଭିନ ଆରମ୍ଭ କରିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!