Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲାରେ ସଡ଼କ ସୁରକ୍ଷା ସଚେତନତା

by ସଞ୍ଜୟ ସ୍ୱାଇଁ
January 12, 2020
in Lifestyle
ଦଶପଲ୍ଲାରେ ସଡ଼କ ସୁରକ୍ଷା ସଚେତନତା
18
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଦଶପଲ୍ଲା ସହରରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦଶପଲ୍ଲା ତହସିଲଦାର ପ୍ରମୋଦ ଦଳବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଏସଡିପିଓ ନୀରଞ୍ଜନ ପାଢ଼ୀ, ଦଶପଲ୍ଲା ଥାନା ଅଧିକାରୀ ବିଶ୍ୱଜିତ ରାଉତରାୟ, ବାଣିଗୋଚ୍ଛା ଥାନା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପଟ୍ଟାୟତ ପ୍ରମୂଖ ଯୋଗ ଦେଇ ଏହାକୁ ପରିଚାଳନା କରିଥିଲେ । ଏହି ସଚେତନତା କାର୍ଯ୍ୟକ୍ରମରେ କୃଷ୍ଣପ୍ରିୟା ଦେବୀ ମହିଳା ମହାବିଦ୍ୟାଳୟର ଛାତ୍ରୀମାନେ ଅଂଶ ଗ୍ରହଣ କରି ଗାଡ଼ି ଚାଳକଙ୍କ ମଧ୍ୟରେ ସଚେତନତା ପାଇଁ ଏକ ଶୋଭାଯାତ୍ରା କରିଥିଲେ । ବିନା ହେଲମେଟରେ ବାଇକ ଚଳାଉଥିବା ବ୍ୟକ୍ତିଙ୍କୁ ହେଲମେଟ ପିନ୍ଧିବା ପାଇଁ ସଚେତନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ଆଂଚଳିକ ପରିବହନ କାର୍ଯ୍ୟଳୟର କନିଷ୍ଠ ଏମଭିଆଇ ଦୁର୍ଗାପ୍ରସାଦ ରାଓ, ଟ୍ରାଫିକ ସବଇନସପେକ୍ଟର ସ୍ୱର୍ଣ୍ଣପ୍ରଭା ରାଉତ, କୃଷ୍ଣପ୍ରିୟା ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଏବଂ ଅଧ୍ୟାପକ, ଅଧ୍ୟାପିକାଙ୍କ ସମେତ କର୍ମଚାରୀମାନେ ସହଯୋଗ କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!