Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସଟିଏଫ ପଞ୍ଝାରେ କଫ୍ ସିରପ୍ ବେପାରୀ

by ସଞ୍ଜୟ ସ୍ୱାଇଁ
May 13, 2022
in Crime, State
ଏସଟିଏଫ ପଞ୍ଝାରେ କଫ୍ ସିରପ୍ ବେପାରୀ

The FDA expanded its warnings about prescription cough and pain medications that contain the narcotics codeine or tramadol.

69
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀର ଅଧିକ ନିଶା ଥିବା କଫ୍‌ ସିରପ୍‌ ପେଟି ଜବତ। ଚୋରାଚାଲାଣ ହେଉଥିବା ୪ ପେଟି କଫ ସିରପ୍ ଏସଟିଏଫ ଓ ଭରତପୁର ଥାନା ପୁଲିସ ଜବତ କରିଛି। ଏହି ମାମଲାରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସୂଚନା ଅନୁସାରେ ଶୁକ୍ରବାର ପୋଖରୀପୁଟ ଠାରେ ଥିବା ପଦ୍ମନାଭ ବେହେରା ନାମକ ଜଣେ ଯୁବକଙ୍କ ଘରେ ଚଢ଼ାଉ କରିଥିଲା ଏସଟିଏଫ ଓ ଭରତପୁର ଥାନା ପୁଲିସ। ସେଠାରୁ ୪ ଟି ପେଟି କଫ୍‌ ସିରପ୍‌ ଜବତ କରିଛି ପୁଲିସ। କଫ୍‌ ସିରପ୍‌ରେ କୋଡାଇନ୍ ଫସଫେଟ୍ ଓ କ୍ଲୋରୋଫୋନିମେନ୍‌ର ମାତ୍ରା ଅଧିକ ଥିବା ସୂଚନା ମିଳିଛି। ଅଧିକ ଯାଞ୍ଚ ପାଇଁ ଫୋରେନସିକ୍ ଲ୍ୟାବକୁ ପଠାଯିବ ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!