Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩କୋଟି ଟଙ୍କାର ଧଳା ଜହର, ମାଡ଼ି ବସିଲା ପୁଲିସ

by ସଞ୍ଜୟ ସ୍ୱାଇଁ
May 14, 2022
in Crime, State
୩କୋଟି ଟଙ୍କାର ଧଳା ଜହର, ମାଡ଼ି ବସିଲା ପୁଲିସ
56
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ରାଜଧାନୀରୁ ଶ୍ରୀକ୍ଷେତ୍ରକୁ ଆସୁଥିଲା ବ୍ରାଉନସୁଗାର। ମଙ୍ଗଳାଘାଟ ଛକରେ ମାଡ଼ି ବସିଲା ପୁଲିସ। ଗାଡ଼ି ଯାଞ୍ଚ ବେଳେ ବାହାରିଲା ୩ କେଜିର ଧଳା ଜହର। ପୁଲିସ ଏହି ଘଟଣାରେ ୨ଜଣଙ୍କୁ ଅଟକ ରଖିଥିବା ବେଳେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ସୁଜିତ କୁମାର ପଟ୍ଟନାୟକ। ଜବତ ବ୍ରାଉନସୁଗାର ଆନୁମାନିକ ମୂଲ୍ୟ ୩କୋଟି ଟଙ୍କା ହେବ ବୋଲି ପୁରୀ ଏସ୍‌ପି ସୂଚନା ଦେଇଛନ୍ତି। ଭୁବନେଶ୍ୱରରୁ ଅଲଟୋ ଗାଡ଼ିରେ ବ୍ରାଉନସୁଗାର ଆସୁଥିବା ବାସେଲି ସାହି ଥାନା ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପୁଲିସ ମଙ୍ଗଳାଘାଟ ଛକରେ ଲୁଚି ରହିଥିଲା। ବ୍ରାଉନସୁଗାର ଗାଡ଼ିଟି ମଙ୍ଗଳାଘାଟ ଛକରେ ପହଞ୍ଚିବା ପରେ ପୁଲିସ ଗାଡ଼ିକୁ ଅଟକାଇଥିଲା। ଗାଡ଼ିକୁ ଯାଞ୍ଚ କରିବାରୁ ସେଥିରୁ ୩ କେଜି ଧଳାଜହର ବାହାରିଥିଲା। ପୁଲିସ ବ୍ରାଉନସୁଗାରକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!