Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଅବକାରୀ ଉପ ଅଧୀକ୍ଷକ, ନଗଦ ୬ ଲକ୍ଷ ଟଙ୍କା ଜବତ

by ସଞ୍ଜୟ ସ୍ୱାଇଁ
May 14, 2022
in Crime, State
ଭିଜିଲାନ୍ସ ଜାଲରେ ଅବକାରୀ ଉପ ଅଧୀକ୍ଷକ, ନଗଦ ୬ ଲକ୍ଷ ଟଙ୍କା ଜବତ
77
VIEWS
Share on FacebookShare on Twitter

ରାୟଗଡ଼ା, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ରାୟଗଡ଼ା ଅବକାରୀ ବିଭାଗର ଉପ ଅଧୀକ୍ଷକ ନୀନା ବେଉରା। ରାୟଗଡ଼ାରୁ ଭୁବନେଶ୍ଵର ଆସୁଥିବା ବେଳେ ଉପ ଅଧୀକ୍ଷକଙ୍କୁ ଖୋର୍ଦ୍ଧା ନିକଟରେ ଧରିଲା ଭିଜିଲାନ୍ସ ଟିମ୍। ତାଙ୍କ ନିକଟରୁ ନଗଦ ୬ ଲକ୍ଷ ଟଙ୍କା ଜବତ ହୋଇଛି। ତେବେ ସେ ଟଙ୍କା କେଉଁଠୁ ଆଣିଥିଲେ ସେନେଇ ଖୋଳତାଡ଼ ଆରମ୍ଭ ହୋଇଛି। ସୂଚନାନୁଯାୟୀ, ଭିଜିଲାନ୍ସ ଟିମ୍ କଟକ ମାହାଙ୍ଗା ସ୍ଥିତ ନୀନା ବେଉରାଙ୍କ ସ୍ଵାମୀଙ୍କ କ୍ଵାର୍ଟରରେ ମଧ୍ୟ ଚଢାଉ କରିଛି। ନୀନାଙ୍କ ସ୍ଵାମୀ ନିହାର ରଞ୍ଜନ ଦାସ ମାହାଙ୍ଗା ଥାନା ଆଇଆଇସି ଭାବେ କାର୍ୟ୍ୟରତ ଅଛନ୍ତି। ଭିଜିଲାନ୍ସ ଆସିବା ଖବର ପାଇ ଆଇଆଇସି ଘରେ ତାଲା ପକାଇ ପଳାଇଥିବା ସୂଚନା ମିଳିଛି। ଭୁବନେଶ୍ଵର ଭିଜିଲାନ୍ସରେ ହାଜର ହେବାକୁ ନିହାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!