Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀ ଗସ୍ତରେ ୫ଟି ସଚିବ

by ସଞ୍ଜୟ ସ୍ୱାଇଁ
May 14, 2022
in State
ପୁରୀ ଗସ୍ତରେ ୫ଟି ସଚିବ
63
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ୍। ୫ଟି ସଚିବ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ୟ୍ୟର ଅନୁଧ୍ୟାନ କରିଛନ୍ତି। ଏହି ଗସ୍ତ ସମୟରେ ପୁରୀ ଜିଲ୍ଲାପାଳ ଉପସ୍ଥିତ ଥିଲେ। ସୂଚନା ଅନୁଯାୟୀ, ଶନିବାର ସକାଳେ ୫ଟି ସଚିବ ଭି.କେ ପାଣ୍ଡିଆନ୍‌ ପୁରୀ ଗସ୍ତର ଆସିଛନ୍ତି । ଏହି ଗସ୍ତ ଅବସରରେ ସେ ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଥିଲେ । ଏହାପରେ ବ୍ୟାଟେରୀ ଗାଡିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ୟ୍ୟର ତଦାରଖ କରିଛନ୍ତି । ଏପିରିକି ୩ ଟି ଦ୍ୱାରରେ ଚାଲିଥିବା ପରିକ୍ରମା ପ୍ରକଳ୍ପ କାର୍ୟ୍ୟର ମଧ୍ୟ ଅନୁଧ୍ୟାନ କରିଛନ୍ତି । ଏହି ଗସ୍ତ ଅବସରରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!