Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନୁଗୁଳ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

by ସଞ୍ଜୟ ସ୍ୱାଇଁ
May 14, 2022
in State
ଅନୁଗୁଳ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
62
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଅନୁଗୁଳ ଗସ୍ତରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀ ନିଜର ପୈତୃକ ଗାଁ କଣିହାଁ ନାଲମକୁ ଯାଇଛନ୍ତି । ସେଠାରେ ନିଜର ସପରିବାର ଏବଂ ଗାଁଲୋକଙ୍କ ସହ କୂଳ ଦେବତା ଲକ୍ଷ୍ମୀ ନୃସିଂହ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି । ସେହିପରି କିଭଳି ଭାବେ ପରିବାରରେ ଶାନ୍ତି ଏବଂ ଗାଁର ଉନ୍ନତି ହେବ । ସେଥିପାଇଁ ସ୍ବତନ୍ତ୍ର ପୂଜାର୍ଚ୍ଚନା ହୋଇଛି। ଏହାପରେ ନାମ ସଂକୀର୍ତ୍ତନ ହେବା ସହ ଆଖପାଖର ଗାଁର ବିକାଶ ପାଇଁ ଲୋକମାନଙ୍କ ସହ କିଛି ସମୟ ଆଲୋଚନା କରିଛନ୍ତି। ବାଟରେ ଯିବା ବେଳେ କଣିହାଁ ପ୍ରଜାମଣ୍ଡଳରେ କିଛି ସମୟ ବିତାଇବା ସହ ଗାନ୍ଧିଜୀ , ଗୋପବନ୍ଧୁ ଏବଂ ସ୍ବାଧୀନତା ସଂଗ୍ରାମୀ ପବିତ୍ର ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। କାର୍ୟ୍ୟକ୍ରମ ପରେ ଆଜି ତାଙ୍କର ନିଜସ୍ଵ ଘର ତାଳଚେର ଦିନଦୟାଲ ନଗର ଠାରେ ରାତ୍ରି ଯାପନ କରିବାର କାର୍ୟ୍ୟକ୍ରମ ରହିଛି। ପରେ ରବିବାର ଦିନ ଢେଙ୍କାନାଳ ସାନନ୍ଦାରେ ଏକ ସାମାଜିକ କାର୍ୟ୍ୟକ୍ରମରେ ଯୋଗଦାନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!